Latest Odisha News
Browsing Tag

Sundargarh Corona

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ…

ଉପକୂଳରେ ଖୋର୍ଦ୍ଧା, ପଶ୍ଚିମରେ କରୋନା ହଟସ୍ପଟ୍ ସୁନ୍ଦରଗଡ଼

ଭୁବନେଶ୍ୱର: ଗଞ୍ଜାମ ପରେ ଖୋର୍ଦ୍ଧାରେ ଲମ୍ବା ଲମ୍ଫ ମାରୁଛି କରୋନା । ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଓ ସୁନ୍ଦରଗଡ଼ରେ ୨ ହଜାର ଟପିଲାଣି ପଜିଟିଭ୍ କେସ୍ । ନିୟମତି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଖୋର୍ଦ୍ଧାରେ କରୋନା ଲମ୍ଫ ଗଞ୍ଜାମ ପରେ ରାଜ୍ୟରେ…

ସୁନ୍ଦରଗଡ଼ ଜିଲ୍ଲାର ନୂଆ କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ଜାଣନ୍ତୁ

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ଜିଲ୍ଲାରୁ ବାହାରିଛି ୫୨ ପଜିଟିଭ୍ କେସ । ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ଏମାନଙ୍କ ଭିତରେ ଅଛନ୍ତି ୬ ଜଣ ଅନ୍ୟ ରାଜ୍ୟ ଓ ଜିଲ୍ଲାରୁ ଫେରିଥିଲେ । ୭ ଜଣ ପୂର୍ବରୁ ଭୂତାଣୁ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍ ଚିହ୍ନଟ…

ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ନୂଆ ୭୮ ପଜିଟିଭଙ୍କ କେସ୍ ହିଷ୍ଟ୍ରି

ସୁନ୍ଦରଗଡ଼: ଗତ ୨୪ ଘଣ୍ଟାରେ ସୁନଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୭୮ ନୂଆ ଭୂତାଣୁ ସଂକ୍ରମିତ । ଏମାନଙ୍କ ଭିତରୁ ୧୭ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି ରହିଛି । ସେମାନେ ରାଜ୍ୟ ବାହାରୁ ଫେରିଥିଲେ । ୫୮ ଜଣ ପୂର୍ବରୁ ଆକ୍ରାନ୍ତଙ୍କ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ଭୂତାଣୁ ସଂକ୍ରମିତ…