Latest Odisha News

BREAKING NEWS

Browsing Tag

Sundargarh police

ଗଞ୍ଜେଇ ଚାଲାଣ ରାକେଟରେ ମହିଳା, ୪ ଜଣ ଗିରଫ

ସୁନ୍ଦରଗଡ଼: ଗଞ୍ଜେଇ ଚାଲାଣ ରାକେଟରେ ମହିଳା । କାରରେ ଚାଲାଣ ବେଳେ ଧରିଲା ସୁନ୍ଦରଗଡ଼ ଟାଉନ୍ ଥାନା ପୋଲିସ । ଜଣେ ମହିଳାଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି । ଟାଉନ୍ ଥାନା ଅନ୍ତର୍ଗତ ରାଣୀବଗିଚା ବାଇପାସ ନିକଟରୁ ଗାଡ଼ି ଓ ଗଞ୍ଜେଇ ଜବତ ହୋଇଛି । ପୋଲିସ ଜବତ କରିଛି ୭୦ କିଲୋଗ୍ରାମ୍ ଗଞ୍ଜେଇ ।…

ମାଆର ତଣ୍ଟି କାଟି ମାରି ଦେଲା ପୁଅ, ଟଙ୍କା ନଦେବାରୁ ହତ୍ୟା

ସୁନ୍ଦରଗଡ଼: ଜନ୍ମଦାତ୍ରୀକୁ ହତ୍ୟା କଲା ପୁଅ । ତଣ୍ଟି କାଟି ବୀଭତ୍ସ ହତ୍ୟା କରିଛି । ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଥାନା ବାହିୟାମ ଗାଁରେ । ମାଆର ତଣ୍ଟି କାଟି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଫେରାର୍ ଅଛି । ତା ନାଁ ରାଜୁ ଗୌଡ଼ । ମାଆ…

ଘର ଭିତରୁ ନାବାଳିକାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ସବଡେଗା ଅଞ୍ଚଳରେ ଏକ ଘର ଭିତରୁ ନାବାଳିକାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଜମୁନା ପଞ୍ଚାୟତର ମାୟାବାହାଲ ଗ୍ରାମର ସଂଜୁ ମାଝିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ…