Latest Odisha News

BREAKING NEWS

Browsing Tag

Sundargarh

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ଏନ୍ଆଇଟି ରାଉରକେଲାର ନିଖୋଜ କର୍ମଚାରୀଙ୍କ ମୃତଦେହ ଝରଣା ନିକଟରୁ ଠାବ

ରାଉରକେଲା: ନିଖୋଜର ୨ ଦିନ ପରେ ଏନଆଇଟି ରାଉରକେଲାର କର୍ମଚାରୀଙ୍କ ମୃତଦେହ ମିଳିଛି । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଅଞ୍ଚଳର ଝରଣା ନିକଟରୁ ମୃତଦେହ ମଙ୍ଗଳବାର ମୃତଦେହ ଉଦ୍ଧାର କରାଯାଇଛି । ଝରଣାରେ ଖସି ପଡ଼ିବା ପରେ ୨ ଦିନ ହେଲା ନିଖୋଜ ଥିଲେ କର୍ମଚାରୀ ଜଣଙ୍କ । ଓଡ୍ରାଫ୍, ଅଗ୍ନିଶମ…

ପୋଷ୍ଟ ମାଷ୍ଟର ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ପ୍ରେମିକ ଗିରଫ

ସୁନ୍ଦରଗଡ଼: ମହିଳା ପୋଷ୍ଟ ମାଷ୍ଟରଙ୍କୁ ହତ୍ୟା ଘଟଣାରେ ବୁଧବାର ପୋଲିସ ପ୍ରେମିକକୁ ଗିରଫ କରିଛି । ସୋମବାର ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ଏକ ଜଙ୍ଗଲରୁ ପୋଷ୍ଟ ମାଷ୍ଟରଙ୍କ ମୃତଦେହ ମିଳିଥିବା ବେଳେ ଅନେକ କ୍ଷତ ଚିହ୍ନ ଥିଲା । ପୋଲିସ ଅଭିଯୁକ୍ତ ପ୍ରେମିକ ନୟନ ସେଠଙ୍କୁ…

ଆୟଠୁ ୩୩୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ, ସହକାରୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି । ସଞ୍ଜୟଙ୍କ ଆୟଠୁ ୩୩୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ । ଗତକାଲି ଭିଜିଲାନ୍ସର ୪ ଜଣ ଡିଏସ୍ଏସପିଙ୍କ ନେତୃତ୍ୱରେ ୧୦ ଜଣ ଇନ୍ସପେକ୍ଟର,…

ସ୍ତ୍ରୀକୁ ପିଟିପିଟି ମାରିଦେଲା ନୃଶଂସ ସ୍ୱାମୀ, ଘର ପଛପଟେ ପୋତିଲା ମୃତଦେହ

ବଣାଇ : ରକ୍ଷକ ସାଜିଲା ଭକ୍ଷକ । କେତେବେଳେ ଠେଙ୍ଗାରେ ପିଟିଲା ତ ଆଉ କେତେବେଳେ ଟାଙ୍ଗିଆରେ ହାଣିଲା । ଶେଷରେ ପିଟିପିଟି ସ୍ତ୍ରୀର ଜୀବନ ନେଇଗଲା ରାକ୍ଷସ ସ୍ୱାମୀ । ଏଭଳି ଲୋମହର୍ଷଣକାରୀ ଘଟଣା ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ନୂଆଗାଁରେ ଘଟିଛି । ନୂଆଗାଁରେ ଜଣେ ବ୍ୟକ୍ତି ତା…

ଚଳନ୍ତା କାରରେ ବିଧବାଙ୍କୁ ଦୁଷ୍କର୍ମ ମାମଲା, ୩ ଜଣଙ୍କୁ ୨୦ ବର୍ଷ ଲେଖାଏ ଜେଲ୍

ସୁନ୍ଦରଗଡ଼: ୮ ବର୍ଷ ତଳର ଏକ ଦୁଷ୍କର୍ମ ମାମଲାରେ ସୁନ୍ଦରଗଡ଼ର କୋର୍ଟ ରାୟ ଶୁଣାଇଛନ୍ତି । ୩ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଚଳନ୍ତା କାରରେ ବିଧବା ମହିଳାଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ଅଭିଯୁକ୍ତଙ୍କୁ ୫ ହଜାର ଲେଖାଏ…

ସେଲଫି ନେବାବେଳେ ଖସି ପଡ଼ିଥିଲେ ଯୁବକ, ୧୭ ଘଣ୍ଟାର ପରିଶ୍ରମ ପରେ ମିଳିଲା ମୃତ ଦେହ

ସୁନ୍ଦରଗଡ଼ : ଖଣ୍ଡାଧାର ଜଳପ୍ରପାତରୁ ଖସିପଡ଼ି ନିଖୋଜ ଯୁବକଙ୍କ ମୃତଦେହ ମିଳିଛି । ଯୁବକ ଜଣକ ସେଲଫି ନେଉ ନେଉ ଖଣ୍ଡାଧାର ଜଳପ୍ରପାତରୁ ଖସି ପଡ଼ି ନିଖୋଜ ହୋଇଯାଇଥିଲେ। ଘଟଣାସ୍ଥଳରେ ଓଡ୍ରାଫ ଟିମ୍‌ ପହଞ୍ଚି ବହୁତ ଖୋଜା ଖୋଜା କରିଥିଲେ ମଧ୍ୟ ପାଇନଥିଲେ ହେଲେ ଦୀର୍ଘ ୧୭ ଘଣ୍ଟାର ଅକ୍ଲାନ୍ତ…

ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିଲେ ବନ କର୍ମଚାରୀ, ଜଳିଗଲା ଜିପ୍

ସୁନ୍ଦରଗଡ଼: ଖରା ଆରମ୍ଭ ସହ ଏବେ ରାଜ୍ୟର ଏକାଧିକ ଜଙ୍ଗଲ ଜଳୁଛି । ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ଲାଗି ବନ ବିଭାଗ କର୍ମଚାରୀ ନାକେଦମ୍ ହେଉଛନ୍ତି । ଆଉ ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇଥିବା ବନ ବିଭାଗର ଗାଡ଼ି ସେହି ଜଙ୍ଗଲ ନିଆଁରେ ଜଳି ଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼…

ରୋଷେଇ ବେଳେ ଗରମ ଡାଲିରେ ପଡିଗଲେ ଅଷ୍ଟମ ଶ୍ରେଣୀର ଛାତ୍ର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକର ଡେଙ୍ଗୁଳା ଉଚ୍ଚ ବିଦ୍ୟାଳୟରେ ଘଟିଛି ଏକ ହୃଦୟଥରା ଘଟଣା । ଗରମ  ଡାଲିରେ ପଡି ସ୍କୁଲ ହଷ୍ଟେଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି । ଏହାକୁ ନେଇ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଘଟଣାଟି ୬ ତାରିଖରୁ ଘଟିଥିଲେ ହେଁ…

ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କୁ ୯୬୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ରାଉରକେଲା: ଶୁକ୍ରବାର ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୬୪ କୋଟି ଟଙ୍କାର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ରାଉରକେଲା ସହରର ବିର୍ସା ଛକ ଠାରେ ନିର୍ମିତ ନୂତନ ବିର୍ସା ମୁଣ୍ଡା ଆଥ‌ଲେଟିକ୍‌ ଷ୍ଟାଡିୟମ୍‌ ସମେତ ବିର୍ସା…