ସୁନ୍ଦରୀ ଫେରିଲା ମଧ୍ୟପ୍ରଦେଶ
ଅନୁଗୁଳ : ଅନୁଗୁଳ: ଦୀର୍ଘ ୩ ବର୍ଷ ଯାଏଁ ସାତକୋଶିଆ ଅଭୟାରଣ୍ୟ ଭିତରେ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଯାଇଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଶେଷରେ ଧରାଯାଇଛି । ଯନ୍ତାରେ ସୁନ୍ଦରୀକୁ ଧରିବା ପାଇଁ ବନ ବିଭାଗର…