Latest Odisha News

BREAKING NEWS

Browsing Tag

Sundergarh

ଲଗାତାର ତୃତୀୟ ଦିନ ପାଇଁ ରାଜ୍ୟରେ ୪୦୦ ଉପରେ ସଂକ୍ରମଣ, ସୁନ୍ଦରଗଡ଼ରୁ ସର୍ବାଧିକ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ସଂକ୍ରମଣ । ଲଗାତାର ତିନିଦିନ ଧରି ରାଜ୍ୟରେ ୪ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୭ ଜିଲ୍ଲାରୁ ୪୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା…

ବାପାଙ୍କ ଜାଲ୍ ଦସ୍ତଖତ କରି ଆକାଉଣ୍ଟରୁ ଝିଅ ନେଇଗଲା ୪୦ ଲକ୍ଷ ଟଙ୍କା

ସୁନ୍ଦରଗଡ଼: ଜାଲ୍ ଦସ୍ତଖତରେ ୪୦ ଲକ୍ଷ ଚଳୁ । ବାପାଙ୍କ ଆକାଉଣ୍ଟରୁ ଟଙ୍କା ଚୋରି କରିନେଲା ଝିଅ । ଏମିତି ଅଭିଯୋଗ ଆସିଛି ସୁନ୍ଦରଗଡ଼ ଜିଲ୍ଲାରୁ । ଏନେଇ ବାପା ପୋଲିସରେ ଝିଅ ବିରୋଧରେ ଏତଲା ଦେଇଛନ୍ତି । ଏହାକୁ ନେଇ ସୁନ୍ଦରଗଡ଼ ଜିଲ୍ଲାରେ ଚର୍ଚ୍ଚା ଚାଲିଛି । ଥାନାରେ ହୋଇଥିବା ଅଭିଯୋଗ…

ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼ : କୋଭିଡ୍ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ । କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା। ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ ଅପରେସନ କରାଯାଇଛି।…

ଟ୍ରକକୁ ପଛରୁ ପିଟିଲା ବାଇକ୍, ୩ ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ତଳସରା ଥାନା ଅନ୍ତର୍ଗତ କୁହ୍ଲିଆଜର ନିକଟରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ ଗତକାଲି ଏକ ବିବାହ ଭୋଜିରେ ଯୋଗଦେଇ ସମ୍ପୃକ୍ତ ବ୍ୟକ୍ତିମାନେ ଏକ ବାଇକ୍ ଯୋଗେ ଘରକୁ ଫେରୁଥିବା ବେଳେ କୌଣସି…