Latest Odisha News

BREAKING NEWS

Browsing Tag

Sunia Utsav

ପୁରୀ ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଗଜପତିଙ୍କ ଶ୍ରୀନଅରରେ ପାଳିତ ହୋଇଛି ସୁନିଆଁ ଉତ୍ସବ । ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪୨୯ ସାଲ ୬୪ ଅଙ୍କର ପ୍ରବେଶ ହୋଇଛି । ଏହି ଅଙ୍କର ଜାତକ ଓ ପାଞ୍ଜି ଗଣନାରେ ରହିଛି ବିଶେଷ ମହତ୍ୱ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ…