Latest Odisha News

BREAKING NEWS

Browsing Tag

Sunil Kumar Bansal

କୋରାପୁଟରେ ପୋଲିସ ଡିଜି: ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଓ ମାଓ ମୁକାବିଲାର ସମୀକ୍ଷା

କୋରାପୁଟ: ଦିନିକିଆ କୋରାପୁଟ ଗସ୍ତରେ ପୋଲିସ ଡିଜି ସୁନୀଲ କୁମାର ବଂଶଲ । ସୁନାବେଡାରେ ପହଞ୍ଚି କୋରାପୁଟ ଜିଲ୍ଲାରେ ମାଓ ସ୍ଥିତିର ସମୀକ୍ଷା କରିଛନ୍ତି । ଏଥିସହ ଶାନ୍ତିପୂର୍ଣ୍ଣ ପଞ୍ଚାୟତ ନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ପୋଲିସ ଡିଜି । କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ସୀମା…

ଆଜି ସ୍ୱାଭିମାନ ଅଞ୍ଚଳ ଗସ୍ତ କରିବେ ପୋଲିସ ଡିଜି

ମାଲକାନଗିରି: ଆଜି ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳ ଗସ୍ତ କରିବେ ପୋଲିସ ଡିଜି ସୁନୀଲ ବଂଶଲ । ପୋଲିସ ଡିଜି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ସ୍ୱାଭିମାନ ଅଞ୍ଚଳ ଗସ୍ତ କରିବେ । ଦିନ ୧୧ଟା ବେଳେ ହନ୍ତାଳଗୁଡା ବିଏସଏଫ୍ କ୍ୟାମ୍ପରେ ପହଞ୍ଚିବା ପରେ ମାଲକାନଗିରି ଗସ୍ତ…

ସୁନୀଲ ବଂଶଲଙ୍କୁ ଓଡ଼ିଶା ଫେରିବାକୁ ଅନୁମତି ଦେଲା କେନ୍ଦ୍ର, ନୂଆବର୍ଷରେ ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ: ଓଡ଼ିଶାର ନବନିଯୁକ୍ତ ପୋଲିସ ଡିଜି ସୁନୀଲ କୁମାର ବଂଶଲ ଓଡ଼ିଶା ଫେରିବେ । ଡେପୁଟେସନରୁ ଓଡ଼ିଶା ଫେରିବା ନେଇ ତାଙ୍କୁ ଅନୁମତି ଦେଇଛି କେନ୍ଦ୍ର କ୍ୟାବିନେଟ ନିଯୁକ୍ତି କମିଟି । ସୁନୀଲ ବଂଶଲ ଏବେ କେନ୍ଦ୍ର ଗୁଇନ୍ଦା ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶ ଅଛନ୍ତି । ନିକଟରେ ତାଙ୍କୁ…