ଆଥେୟାଙ୍କ ଲେହେଙ୍ଗାକୁ ନେଇ ଚର୍ଚ୍ଚା, ତିଆରି ହେବାକୁ ଲାଗିଥିଲା ୧୦,୦୦୦ ଘଣ୍ଟା
ମୁମ୍ବାଇ: ଗତ ସୋମବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ ଅଭିନେତ୍ରୀ ଆଥିଆ ସେଟ୍ଟୀ ଓ କ୍ରିକେଟର୍ କେ.ଏଲ୍ ରାହୁଲ । ସୁନୀଲଙ୍କ ଖଣ୍ଡାଲାସ୍ଥିତ ଫାର୍ମହାଉସ୍ରେ କ୍ରିକେଟର୍ କେ.ଏଲ୍ ରାହୁଲଙ୍କ ସହ ଆଥିଆଙ୍କର ବିବାହ ସମ୍ପନ୍ନ ହୋଇଥିଲା। ବିବାହରେ ବଲିଉଡର ବହୁ ନାମିଦାମୀ…