କୋଭିଡ୍-୧୯; ଇଟାଲୀରେ ଆରମ୍ଭ ହେଲା ‘ସପୋର୍ଟ ବାସ୍କେଟ୍’ ଅଭିଯାନ !
ଇଟାଲୀ: କରୋନା ମହାମାରୀ ପାଇଁ ଦୁର୍ବିସହ ଅବସ୍ଥାରେ ଇଟାଲୀ । ତଥାପି ପରସ୍ପରକୁ ସହାୟତା କରିବାକୁ ଭୁଲି ନାହାନ୍ତି ଏଠିକାର ବାସିନ୍ଦା । ସାରା ବିଶ୍ୱ ସମେତ ସୋସିଆଲ୍ ମିଡିଆରେ ଏବେ ଇଟାଲୀର ସପୋର୍ଟ ବାସ୍କେଟ୍ ଅଭିଯାନ ଟ୍ରେଣ୍ଡ ସେଟର୍ ପାଲଟିଛି ।
ବିଶ୍ୱରେ କରୋନା ମହାମାରୀ ନିଜ…