ପଠାନ୍ ଝଡ଼କୁ ନେଇ କିଙ୍ଗ ଖାନଙ୍କ ସମର୍ଥନରେ ସାଉଥ୍ ଷ୍ଟାର କହିଲେ, ‘କିଛି ବି ହେଇଯାଉ ଆମେ ସକରାତ୍ମକ ରହିବୁ’
ନୂଆଦିଲ୍ଲୀ: ପଠାନ୍ ଫିଲ୍ମରେ ଦୀପିକା ପାଡୁକୋନଙ୍କ ପୋଷାକକୁ ନେଇ ବିରୋଧ ଜାରି ରହିଛି । ଫିଲ୍ମର ଗୀତ ‘ବେଶର୍ମ ରଙ୍ଗ’ ଗୀତ ଓ ଦୀପିକାଙ୍କ ଲୁକ୍ କୁ ଖୁବ୍ ନିନ୍ଦା କରାଯାଉଛି । ଏପରିକି ତାଙ୍କୁ ଟୁକଡେ ଟୁକଡେ ଗ୍ୟାଙ୍ଗର ସମର୍ଥକ କୁହାଯାଇଛି । ମଧ୍ୟପ୍ରଦେଶରେ ଫିଲ୍ମ ରିଲିଜ୍ ଉପରେ ରୋକ୍…