ସୁପ୍ରିମକୋର୍ଟ ଜଜ୍ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ କରୋନା ପଜିଟିଭ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଜଜ୍ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କୋର୍ଟର ଅନ୍ୟ ଜଣେ କର୍ମଚାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ବିଚାରପତି ଡିୱାଇ ଚନ୍ଦ୍ରଚୂଡ ଏବେ ସୁସ୍ଥ ଅଛନ୍ତି। ତଥାପି ବିଚାରପତିଙ୍କ ନେତୃତ୍ୱରେ…