Latest Odisha News

BREAKING NEWS

Browsing Tag

Supreme Court

ମହରମରେ ଶୋଭାଯାତ୍ରାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ: କୋଭିଡି କଟକଣା ଭିତରେ ମହରମରେ ଶୋଭାଯାତ୍ରାକୁ ସୁପ୍ରିମକୋର୍ଟ ପକ୍ଷରୁ ମିଳିଛି ରେଡ୍ ସିଗ୍‌ନାଲ । ମହରମ ଅବସରରେ ତାଜିଆ ଶୋଭାଯାତ୍ରା ନିମନ୍ତେ ଅନୁମତି ଲାଗି ଆଗତ ଆବେଦନକୁ ସୁପ୍ରିମକୋର୍ଟ ଗୁରୁବାର ଅଗ୍ରାହ୍ୟ କରିଦେଇଛନ୍ତି। ଯଦି ଶୋଭାଯାତ୍ରା ଲାଗି ଅନୁମତି ଦିଆଯାଏ ତେବେ…

NEET-JEE ପରୀକ୍ଷାକୁ ବିରୋଧ, ସୁପ୍ରିମକୋର୍ଟ ଯିବେ ୭ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବ୍ୟାପୁଛି କରୋନା । କରୋନା ସଙ୍କଟ ମଧ୍ୟରେ ଆସନ୍ତା ସେପ୍ଟେମ୍ବରରେ ଜେଇଇ ଓ ନିଟ୍ ପରୀକ୍ଷା କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏହାକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି । ଏହାରି ଭିତରେ ବୁଧବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଏକାଠି ହୋଇ…

ଲକଡାଉନ୍ ଯୋଗୁଁ ସୃଷ୍ଟି ହୋଇଛି ଅର୍ଥନୈତିକ ସଂକଟ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନା ପାଇଁ ଦେଶରେ ଲାଗୁ ହୋଇଥିଲା କଡା ଲକ୍‌ଡାଉନ୍ । ଏହି କଟକଣା ଯୋଗୁଁ ଆଦି ଦେଶରେ ବ୍ୟାପକ ଅର୍ଥନୈତିକ ସଂକଟ ଦେଖାଦେଇଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଆଜି ଗୋଟିଏ ଋଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏପରି କଥା କହିଛନ୍ତି । ଏଥିସହ ମୋରାଟରିୟମ ଅବଧି ପରେ…

ଡେଡ୍‌ଲାଇନ୍ ଦେଲେ ସୁପ୍ରିମକୋର୍ଟ, ସେପ୍ଟେମ୍ବର ୩୦ ସୁଦ୍ଧା ବାବ୍ରୀ ମସଜିଦ ରାୟ

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ପ୍ରକାଶ ପାଇବ ବାବ୍ରୀ ମସଜିଦ ରାୟ । ଏନେଇ ଆଜି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏବେ ଏହି ଘଟଣାର ସ୍ୱତନ୍ତ୍ର ଶୁଣାଣି ସିବିଆଇ କୋର୍ଟରେ ଚାଲିଛି । ସେପ୍ଟମ୍ବର ୩୦ ସୁଦ୍ଧା ମାମଲାର ଶୁଣାଣି ଶେଷ କରି ରାୟ ପ୍ରକାଶ କରିବାକୁ ସିବିଆଇ…

NEET ଓ JEE ସ୍ଥଗିତ ରଖିବା ପିଟିସନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିର୍ଦ୍ଧାରିତ ତାରିଖରେ ହେବ । ସେପ୍ଟେମ୍ବରରେ ଅନୁଷ୍ଠିତ ହେବ NEET ଓ JEE ମେନ୍ । ପ୍ରବେଶିକା ପରୀକ୍ଷା ଉପରେ ରୋକ ଲଗାଇବା ପାଇଁ ହୋଇଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ…

ସୁପ୍ରିମକୋର୍ଟଙ୍କ ବଡ ରାୟ: ବାପାଙ୍କ ସମ୍ପତ୍ତିରେ ଝିଅର ରହିବ ସମାନ ଅଧିକାର

ନୂଆଦିଲ୍ଲୀ: ଝିଅଙ୍କୁ ମିଳିବ ବାପାଙ୍କ ସମ୍ପତ୍ତିର ସମାନ ଅଧିକାର । ନୂଆ ଆଇନ୍ ପ୍ରଣୟନ ପୂର୍ବରୁ ବାପାଙ୍କ ମୃତ୍ୟୁ ହୋଇଥିଲେ ବି ଝିଅଙ୍କୁ ସମାନ ଭାଗ ମିଳିବ । ଏନେଇ ଆଜି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି । କୋର୍ଟ କହିଛନ୍ତି, ବାପାଙ୍କ ପୌତୃକ ସମ୍ପତ୍ତି ଉପରେ ଉଭୟ ପୁଅ ଓ ଝିଅର ସମାନ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ରିୟା

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପୁଣି ଥରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ମିଡିଏ ଟ୍ରାଏଲ ବିରୋଧରେ ସେ ସୁପ୍ରିମକୋର୍ଟରେ ପହଂଚିଛନ୍ତି । ସୁଶାନ୍ତଙ୍କ ମୃତ୍ୟୁ ପାଇଁ ସେ ହିଁ ଦାୟୀ ବୋଲି ପ୍ରମାଣିତ କରିବା ପାଇଁ…

ସୁଶାନ୍ତ ସିଂ ରାଜପୁତ ମାମଲା:ରିୟା ଚକ୍ରବର୍ତ୍ତୀଙ୍କ ପିଟିସନ୍ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁର ମୃତ୍ୟୁ ମାମଲାରେ ପାଟଣାରୁ ମୁମ୍ୱାଇ ମାମଲା ସ୍ଥାନାନ୍ତରଣ ପାଇଁ ହୋଇଥିବା ପିଟିସନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ରିୟା ଚକ୍ରବର୍ତ୍ତୀ । ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ରିୟା…

ରାଜସ୍ଥାନ ରାଜନୀତି: ସଚିନଙ୍କୁ ସୁପ୍ରିମ ଆଶ୍ୱସ୍ତି

ନୂଆଦିଲ୍ଲୀ: ରାଜସ୍ଥାନ ରାଜନୀତିର ହାଇଡ୍ରାମା ଭିତରେ ସଚିନ ପାଇଲଟ ଓ ତାଙ୍କ ଟିମ୍‌ଙ୍କୁ ମିଳିଛି ଆଶ୍ୱସ୍ତି । ସୁପ୍ରିମକୋର୍ଟ ତାଙ୍କୁ ସାମୟିକ ଆଶ୍ୱସ୍ତି ଦେଇଛନ୍ତି । ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି  ।  ଅର୍ଥାତ ଶୁକ୍ରବାର ଦିନ ହାଇକୋର୍ଟ ନିଜ…

ସୁପ୍ରିମକୋର୍ଟରେ ରାଜସ୍ଥାନ ବାଚସ୍ପତିଙ୍କ ପିଟିସନର ଆଜି ଶୁଣାଣି

ନୂଆଦିଲ୍ଲୀ: ରାଜସ୍ଥାନ ବିଧାନସଭା ବାଚସ୍ପତି ସି. ପି. ଯୋଶୀଙ୍କ ଆବେଦନ ଉପରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ସଚିନ ପାଇଲଟ୍ ଓ ଅନ୍ୟ ୧୮ ବିଧାୟକଙ୍କ ବିରୋଧରେ ବାଚସ୍ପତି ୨୪ ତାରିଖ ଭିତରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ପାରିବେ ନାହିଁ ବୋଲି ରାଜସ୍ଥାନ ହାଇକୋର୍ଟ ଗତ ୨୧ ତାରିଖରେ…