Latest Odisha News
Browsing Tag

Supreme Court

ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅବମାନନା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅପରାଧିକ ଅବମାନନା ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ଦିନେ ପୂର୍ବରୁ ପ୍ରଶାନ୍ତ ଭୂଷଣ ଓ ଟ୍ୱିଟର ଇଣ୍ଡିଆ ବିରୋଧରେ ଅବମାନନା ପ୍ରକ୍ରିୟା ଆରମ୍ଭ କରିଥିଲେ କୋର୍ଟ । ମାମଲାର ଶୁଣାଣି କରିବେ ଜଷ୍ଟିସ ଅରୁଣ ମିଶ୍ର, ଜଷ୍ଟିସ ବି. ଆର.…

ହାର୍ଲେ ଡାଭିଡସନ ବାଇକ ଚଲାଇଲେ ଜଷ୍ଟିସ ବୋବ୍‌ଡେ

ନୂଆଦିଲ୍ଲୀ: ହାର୍ଲେ ଡାଭିଡସନ ବାଇକରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି । ମାଇଁ ଲର୍ଡ ଚଲାଇଲେ ଲଗଜୁରିଅସ୍ ଦମୀ ବାଇକ୍ । ରବିବାର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଏସ୍‌.ଏସ ବୋବ୍‌ଡେଙ୍କ ନୂଆ ଅନ୍ଦାଜ ଦେଖିବାକୁ ମିଳିଛି । ନାଗପୁରରେ ଏକ ହାର୍ଲେ ଡାଭିଡସନ ବାଇକରେ ବୋବ୍‌ଡେ…

ରଥଯାତ୍ରାରେ ୧୦-୧୨ ଲକ୍ଷ ଜନସମାଗମ ହେବ ବୋଲି ରାଜ୍ୟ ସରକାରଙ୍କ ଭ୍ରମାତ୍ମକ ତଥ୍ୟ ସବୁ ବିଗାଡି ଦେଇଥିଲା : ଗଜପତି

ଭୁବନେଶ୍ୱର: ଅନେକ ଦ୍ୱନ୍ଦ୍ୱ ଆଶା ଆଶଙ୍କା ଭିତରେ ଶେଷରେ ଅନୁଷ୍ଠିତ ହୋଇଛି ରଥଯାତ୍ରା । ପ୍ରଥମେ ୧୮ ତାରିଖରେ ରଥ ଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ପରେ ପୁନଃବିଚାରର ଆବେଦନର ଶୁଣାଣି କରି କଟକଣା ଭିତରେ ରଥ ଯାତ୍ରା କରିବା ପାଇଁ ନିର୍ଦ୍ଦେ ଶ ଦେଇଥିଲେ କୋର୍ଟ…

ବାତିଲ୍ ହେଲା ସିବିଏସଇ ଦଶମ, ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ (ସିବିଏସଇ) ଚଳିତ ବର୍ଷର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛି । ଏନେଇ ବୁଧବାର ଦିନ ସିବିଏସଇ ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି । ଏପରିକି ଦଶମ ବୋର୍ଡ଼ ପରୀକ୍ଷାର ଯେଉଁ କେତେକ ପରୀକ୍ଷା…

ରଥଯାତ୍ରା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମାରେ କ’ଣ ସର୍ତ୍ତ ରଖିଲେ ଜାଣନ୍ତୁ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜୁନ ୨୩ ତାରିଖରେ ପୁରୀଠାରେ ଅନୁଷ୍ଠିତ ହେବା ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବାଲାଗି କରୋନା ମହାମାରୀ ଯୋଗୁଁ କଟକଣାଯୁକ୍ତ ଅନୁମତି ପ୍ରଦାନ କରିଛନ୍ତି । “ ଜନସାଧାରଣଙ୍କ ଉପସ୍ଥିତି ବିନା ରଥଯାତ୍ରା କଟକଣା ଦେଇ ରଥଯାତ୍ରା ଅନୁଷ୍ଠିତ ହୋଇପାରିବ, ଓଡ଼ିଶାର ଜଣେ…

ପୁରୀ ରଥଯାତ୍ରା ଅନୁମତି ମିଳିବା ପରେ ସବୁ ମହଲରୁ ସ୍ୱାଗତ

ପୁରୀ: ଆସନ୍ତାକାଲି ପୁରୀ ବଡ଼ଦାଣ୍ଡରେ ଗଡ଼ିବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ସମେତ ତିନିରଥ । ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହେବ । ଅଗଣିତ ହିନ୍ଦୁ ସମାଜ, ସାଢେ ଚାରି କୋଟି ଓଡ଼ିଆ ତଥା ବିଶ୍ୱବ୍ୟାପୀ ରହିଥିବା କୋଟି କୋଟି…

ପୁରୀ ରଥଯାତ୍ରା ହେବା ସପକ୍ଷରେ ସୁପ୍ରିମକୋର୍ଟରେ ଲଢିଲେ ଦେଶର ହାଇପ୍ରୋଫାଇଲ ଆଇନଜୀବୀ ସମୂହ

ନୂଆଦିଲ୍ଲୀ: ଶେଷରେ ମିଳିଛି ଆଶ୍ୱସ୍ତି । ପୁରୀରେ ରଥଯାତ୍ରା ନେଇ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି । ସୁପ୍ରିମକୋର୍ଟରେ ଏହାର ପୁନଃବିଚାର ବେଳେ ରଥଯାତ୍ରା ସପକ୍ଷରେ ଯୁକ୍ତି ବାଢିଥିଲେ ଦେଶର ହାଇପ୍ରୋଫାଇଲ ଓକିଲ । ଏମାନେ ହେଲେ ସଲିସିଟର ଜେନେରାଲ ତୁଷାର ମେହଟ୍ଟା, ପୂର୍ବତନ ସଲିସିଟର…

ପୁରୀ ରଥଯାତ୍ରାକୁ ସୁପ୍ରିମକୋର୍ଟଙ୍କ ଗ୍ରୀନ ସିଗନାଲ, ବଡଦାଣ୍ଡରେ ଗଡିବ ରଥ

ନୂଆଦିଲ୍ଲୀ : ପୁରୀରେ ରଥଯାତ୍ରା ପାଇଁ ଫିଟିଲା ବାଟ । ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଏସ୍ ଏ ବୋବଡେଙ୍କ ନେତୃତ୍ୱର ଖଣ୍ଡପୀଠରେ ସଂଶୋଧନ ପିଟିସନ ଉପରେ ମାରାଥନ ଶୁଣାଣି ପରେ ନିୟନ୍ତ୍ରିତ ଢଙ୍ଗରେ ରଥ ଯାତ୍ରା ଆୟୋଜନ କରିବା ପାଇଁ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପରିଚାଳନା କମିଟିକୁ…

ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ରଥଯାତ୍ରା ଶୁଣାଣି

ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇପାରେ । ରଥଯାତ୍ରା ହେବ କି ନାହିଁ ତା ଉପରେ ଚାଲିଛି ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍‌.ଏ ବୋବଡେ ଏହି ମାମଲାର ଶୁଣାଣି କରୁଛନ୍ତି । ପୁରୀ ଜଗନ୍ନାଥ ଧାମରେ ରଥଯାତ୍ରା…

ରଥଯାତ୍ରା ପାଇଁ ସତର୍କତା ପଦକ୍ଷେପ ସହିତ ରାଜ୍ୟ ସରକାର ପୁରୀରେ ଦିନେ କର୍ଫ୍ୟୁ ଜାରି କରିପାରିବେ : ଏସ୍‌ଜି ତୁଷାର…

ନୂଆଦିଲ୍ଲୀ : ପରମ୍ପରା ବଜାୟ ରଖି ସମସ୍ତ ସତର୍କତା ପଦକ୍ଷେପ ଅବଲମ୍ବନ କରି ପୁରୀରେ ରଥଯାତ୍ରା କରାଯାଇପାରିବ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ପରାମର୍ଶ ଦେଇଛନ୍ତି । କରୋନା ସଂକ୍ରମଣ ବ୍ୟାପିବା ନେଇ ଯେଉଁ ଭୟ ରହିଛି ସେଥି ପାଇଁ ରାଜ୍ୟ ସରକାର ଚାହିଁଲେ ଗୋଟିଏ ଦିନ କର୍ଫ୍ୟୁ ଜାରି…