ରାଜସ୍ଥାନ ରାଜନୀତି: ସଚିନଙ୍କୁ ସୁପ୍ରିମ ଆଶ୍ୱସ୍ତି
ନୂଆଦିଲ୍ଲୀ: ରାଜସ୍ଥାନ ରାଜନୀତିର ହାଇଡ୍ରାମା ଭିତରେ ସଚିନ ପାଇଲଟ ଓ ତାଙ୍କ ଟିମ୍ଙ୍କୁ ମିଳିଛି ଆଶ୍ୱସ୍ତି । ସୁପ୍ରିମକୋର୍ଟ ତାଙ୍କୁ ସାମୟିକ ଆଶ୍ୱସ୍ତି ଦେଇଛନ୍ତି । ହାଇକୋର୍ଟଙ୍କ ରାୟ ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି । ଅର୍ଥାତ ଶୁକ୍ରବାର ଦିନ ହାଇକୋର୍ଟ ନିଜ…