Latest Odisha News
Browsing Tag

Supreme Court

ପୁରୀ ରଥଯାତ୍ରା ହେବା ସମ୍ଭାବନା ବଢିଲା : ଜଷ୍ଟିସ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମର୍ଥନ

ନୂଆଦିଲ୍ଲୀ: ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ସମ୍ଭାବନା ବଢିଛି । ସୁପ୍ରିମକୋର୍ଟଙ୍କ ପୂର୍ବ ଆଦେଶର ସଂଶୋଧନ ଉପରେ ଶୁଣାଣି ପାଇଁ ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ନେତୃତ୍ୱରେ ରହିଥିବା ଖଣ୍ଡପୀଠ ସମ୍ମତି ପ୍ରଦାନ କରିଛନ୍ତି । ଜଷ୍ଟିସ୍ ମିଶ୍ରଙ୍କ ଖଣ୍ଡପୀଠରେ ଏହା ଉପସ୍ଥାପନ କରାଯିବା ବେଳେ…

ବିନା ଭକ୍ତରେ ନିୟନ୍ତ୍ରିତ ଭାବେ ପୁରୀରେ ହୋଇପାରିବ ରଥଯାତ୍ରା :ସୁପ୍ରିମକୋର୍ଟରେ ରାଜ୍ୟସରକାରଙ୍କ ସାନି ସତ୍ୟପାଠ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପୁରୀ ରଥଯାତ୍ରା ମାମଲାର ପୁନଃବିଚାର ଆରମ୍ଭ ହେବାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜ୍ୟ ସରକାରଙ୍କ ଆବାସିକ କମିଶନର ସଂଜୀବ କୁମାର ମିଶ୍ରଙ୍କ ଦ୍ୱାରା ଦାଖଲ ହୋଇଥିବା…

ଆସନ୍ତାକାଲି ରଥଯାତ୍ରା, ଆଜି ସୁପ୍ରିମ ଫଇସଲାକୁ ଅପେକ୍ଷା

ନୂଆଦିଲ୍ଲୀ: ପୁରୀରେ ରଥଯାତ୍ରା ମାମଲାକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି ରହିଛି । ମାମଲାରେ ପକ୍ଷଭୁକ୍ତ ପାଇଁ ହୋଇଥିବା ଆବେଦନଗୁଡ଼ିକର ଶୁଣାଣି ହେବ । ବିଚାରପତି ଜଷ୍ଟିସ ଏସ୍. ରବୀନ୍ଦ୍ର ଭଟ୍ଟଙ୍କ ଜଣିକିଆ ଖଣ୍ଡପୀଠ ଏହାର ବିଚାର କରିବେ । ଦିନ ୧୧ଟାରେ ଏହାର ଶୁଣାଣି ରହିଛି । କୋର୍ଟ…

ପୁରୀ ରଥଯାତ୍ରା: ଗଜପତିଙ୍କ ଅନୁରୋଧ ସପକ୍ଷରେ ସୁପ୍ରିମକୋର୍ଟରେ ଆଇନ ଅନୁଯାୟୀ କାର୍ଯ୍ୟ କରିବେ ରାଜ୍ୟ ସରକାର

ଭୁବନେଶ୍ୱର : ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ଚିଠିରେ ଉଲ୍ଲେଖ କରାଯାଇଥିବା ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ରାଜ୍ୟ ସରକାର ଏହା ସପକ୍ଷରେ ଆଇନ ଅନୁଯାୟୀ କାର୍ଯ୍ୟ କରିବେ । ଏ ନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ପରିଚାଳନା…

ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟ ସଠିକ୍ ନିର୍ଣ୍ଣୟ ସହ ମାର୍ଗ ପ୍ରସ୍ତୁତ କରନ୍ତୁ: ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ତାଙ୍କର ଶୁଣାଣି ପ୍ରଦାନ କରିଛନ୍ତି । ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଏସମ୍ପର୍କରେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ବିଶ୍ୱ…

ମନ୍ଦିର ଭିତରେ କେମିତି ହେବ ମହାପ୍ରଭୁଙ୍କ ରଥ ନୀତି: ରଘୁନାଥ ମହାପାତ୍ର

ପୁରୀ: ଶ୍ରୀମନ୍ଦିର ଭିତରେ କେମିତି ହେବ ମହାପ୍ରଭୁଙ୍କ ରଥଯାତ୍ରା ନୀତିକାନ୍ତି । ଏନେଇ ପ୍ରଶ୍ନ ଉଠାଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ର । ରଥ ଉପରେ ହେଉଥିବା ଅଧରପଣା ନୀତି ଓ ଛେରା ପହଁରା କେଉଁଠି କରାଯିବ ବୋଲି ସେ ପ୍ରଶ୍ନ କରିଛନ୍ତି । ପୁରୀକୁ ଚାରିପଟୁ…

ରଥଯାତ୍ରା ଅନୁମତି ନେଇ ପୁଣି ସୁପ୍ରିମକୋର୍ଟରେ ମାମଲା

ଭୁବନେଶ୍ୱର: ପୁରୀ ରଥଯାତ୍ରାକୁ ଅନୁମତି ଦେବାକୁ ନେଇ ସୁପ୍ରିମକୋର୍ଟରେ ତିନି ତିନିଟି ପିଟିସନ ଦାଖଲ ହୋଇଛି । ପକ୍ଷଭୁକ୍ତ ଆବେଦନକାରୀ ନୟାଗଡର ଆଫତାବ ହୁସେନଙ୍କ ଦ୍ୱାରା ମୋଡିଫିକେସନ ପିଟିସନ ଦାଖଲ କରାଯାଇଛି । ନିଜ ଆବେଦନରେ ଆଫତାବ ଦର୍ଶାଇଛନ୍ତି ଯେ, ବିଶ୍ୱପ୍ରସିଦ୍ଧ ପୁରୀର ରଥଯାତ୍ରା…

ରଥଯାତ୍ରାକୁ ନେଇ ପୁଣି ସୁପ୍ରିମକୋର୍ଟରେ ଆବେଦନ

ଭୁବନେଶ୍ୱର: ରଥଯାତ୍ରାକୁ ନେଇ ସୁପ୍ରିମକୋର୍ଟରେ ପୁଣି ଏକ ପିଟିସନ ଦାଖଲ ହୋଇଛି । ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ମୋଡିଫିକେସନ୍ ପିଟିସନ ଦାୟର ହୋଇଛି । ପକ୍ଷଭୁକ୍ତ ଆବେଦନକାରୀ ଅଫତାବ୍ ହୁସେନ୍ ପିଟିସନ ଦାୟର କରିଛନ୍ତି । କେବଳ ପୁରୀ ରଥଯାତ୍ରାକୁ ଅନୁମତି ଦିଆଯାଉ । ସାରା…

ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ ପାଳନ କରାଯିବ: ପୁରୀ ଗଜପତି

ପୁରୀ: ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ରାୟ ଦେବା ପରେ ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖି ଗଜପତି ଦିବ୍ୟସିଂହ ଦେବ କହିଛନ୍ତି ଯେ, ସନ୍ଧ୍ୟାରେ ପୁଣିଥରେ ବୈଠକ ବସିବ । ଛତିଶା ନିଯୋଗ କର୍ମକର୍ତ୍ତାଙ୍କ ସହ ଆଲୋଚନା ହେବ । ମନ୍ଦିର…

ଏବର୍ଷ ହେବନି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦ୍ୱନ୍ଦ୍ୱ ଭିତରେ ଥିବା ଚଳିତ ବର୍ଷର ରଥଯାତ୍ରା ଶେଷରେ ବନ୍ଦ ହୋଇଯାଇଛି । ଚଳିତବର୍ଷ ରଥଯାତ୍ରା ହେବନି ବୋଲି ସ୍ପଷ୍ଟ କରିଛନ୍ତି ସୁପ୍ରିମକୋର୍ଟ । ଫଳରେ ଜୁନ୍ ୨୩ ତାରିଖରେ ହେବାକୁ ଥିବା ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ବନ୍ଦ ହୋଇଯାଇଛି । ସୁପ୍ରିମକୋର୍ଟରେ ରଥଯାତ୍ରା ନେଇ…