ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ରଥଯାତ୍ରା ଶୁଣାଣି
ନୂଆଦିଲ୍ଲୀ: ଆଉ କିଛି ସମୟ ପରେ ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ଥିବା ଦ୍ୱନ୍ଦ୍ୱ ଦୂର ହୋଇପାରେ । ରଥଯାତ୍ରା ହେବ କି ନାହିଁ ତା ଉପରେ ଚାଲିଛି ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏସ୍.ଏ ବୋବଡେ ଏହି ମାମଲାର ଶୁଣାଣି କରୁଛନ୍ତି ।
ପୁରୀ ଜଗନ୍ନାଥ ଧାମରେ ରଥଯାତ୍ରା…