Latest Odisha News
Browsing Tag

Supreme Court

ବଢୁଛି ଚିଦାମ୍ବରମଙ୍କ ଅଡୁଆ, ଇଡି ଜାରି କଲା ଲୁକ୍ ଆଉଟ୍ ନୋଟିସ୍

ନୂଆଦିଲ୍ଲୀ: ଆଇଏନଏକ୍ସ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ( ଇଡି) ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମଙ୍କ ନାମରେ ବୁଧବାର ଦିନ ଏକ୍ ଲୁକ୍ ଆଉଟ୍ ନୋଟିସ୍ ଜାରି କରିଛି । ପ୍ରାପ୍ତ ସୂଚନାନୁଯାୟୀ ଚିଦାମ୍ବରମ ନିଜର ଗିରଫଦାରୀରୁ ବଞ୍ଚିବା ପାଇଁ ସୁପ୍ରିମକୋର୍ଟରେ ଆଗୁଆ…

ତରୁଣ ତେଜପାଲଙ୍କୁ ଝଟକା, ଯୌନ ନିର୍ଯ୍ୟାତନା ମାମଲା ପ୍ରତ୍ୟାହାରକୁ ସୁପ୍ରିମକୋର୍ଟଙ୍କ ଅଗ୍ରାହ୍ୟ

ନୂଆଦିଲ୍ଲୀ: ସାମ୍ବାଦିକ ତରୁଣ ତେଜପାଲ ତାଙ୍କ ବିରୋଧରେ ଥିବା ଯୌନ ଉତ୍ପୀଡନ ତଥା ଅପହରଣ ମାମଲାକୁ ପ୍ରତ୍ୟାହାର କରିବା ନେଇ କୋର୍ଟରେ ଆବେଦନ କରିଥିବା ବେଳେ ସୁପ୍ରିମକୋର୍ଟ ସୋମବାର ଦିନ ଏହାକୁ ଅଗ୍ରାହ୍ୟ କରିଛନ୍ତି । ତରୁଣଙ୍କ ବିରୋଧରେ ମାମଲା ଜାରି ରହିବ ବୋଲି ଜଷ୍ଟିସ୍ ଅରୁଣ ମିଶ୍ର,…

ଅଯୋଧ୍ୟା ମାମଲା: ଆରମ୍ଭ ହେଲା ସୁପ୍ରିମକୋର୍ଟଙ୍କ ଦୈନିକ ଶୁଣାଣି

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାରେ ମଙ୍ଗଳବାର ଦିନ ଠାରୁ ଦୈନିକ ଶୁଣାଣି ଆରମ୍ଭ ହୋଇଛି । ଏହାର ସମାଧାନ କରିବାରେ ମଧ୍ୟସ୍ଥତା କମିଟି ବିଫଳ ହେବା ପରେ ସୁପ୍ରିମକୋର୍ଟ ଏହି ମାମଲାର ଦୈନିକ ଶୁଣାଣି…

ଦୂତୀଙ୍କ ସମଲିଙ୍ଗୀ ସମ୍ପର୍କକୁ ନେଇ କ’ଣ କହିଲେ ଓଡ଼ିଶା ଆଥଲେଟ, ଜାଣନ୍ତୁ…

ଭୁବନେଶ୍ୱର : ଦୌଡ଼ରାଣୀ ଦୂତୀ ଚାନ୍ଦ ରବିବାର ଦିନ ଗଣମାଧ୍ୟମରେ ନିଜର ସମଲିଙ୍ଗୀ ସମ୍ପର୍କ ସ୍ଥାପନ ନେଇ ସ୍ୱୀକାର କରିବା ପରେ ଏହାକୁ ନେଇ ଓଡିଶାର କିଛି ଜଣାଶୁଣା ଆଥଲେଟ୍ ନିଜନିଜର ମତ ପ୍ରକାଶ କରିଛନ୍ତି । ଏସମ୍ପର୍କରେ ଅନ୍ତର୍ଜାତୀୟ ମହିଳା କରାଟେକା ଭାଲେନା ଭାଲେଣ୍ଟିନା ଗଣମାଧ୍ୟମକୁ…