Latest Odisha News
Browsing Tag

Supreme Court

ସୁପ୍ରିମକୋର୍ଟରେ ସିନ୍ଦେ ଗୋଷ୍ଠୀର ବିଜୟ, ଉଦ୍ଧବ ଠାକରେଙ୍କୁ ଝଟକା

ନୂଆଦିଲ୍ଲୀ: ଶିବ ସେନା (ଉଦ୍ଧବ ଗୋଷ୍ଠୀ) ବନାମ ଶିବ ସେନା (ସିନ୍ଦେ ଗୋଷ୍ଠୀ) ମାମଲାରେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ରାୟ ଶୁଣାଇଛନ୍ତି । ସୁପ୍ରିମକୋର୍ଟରେ ଉଦ୍ଧବ ଠାକରେଙ୍କ ଗୋଷ୍ଠୀକୁ ବଡ଼ ଝଟକା ଲାଗିଥିବା ବେଳେ ଏକନାଥ ସିନ୍ଦେ ହିଁ ମୁଖ୍ୟମନ୍ତ୍ରୀ ରହିବେ ବୋଲି କହିଛନ୍ତି…

‘ଉପରାଜ୍ୟପାଳ ନୁହଁ, ନିର୍ବାଚିତ ସରକାର ଦିଲ୍ଲୀର ବସ୍’: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ସରକାର ବନାମ ଉପରାଜ୍ୟପାଳ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଅଧିକାରୀଙ୍କୁ ମୁତୟନ ଓ ପରିବର୍ତ୍ତନ ଅଧିକାର ଦିଲ୍ଲୀ ସରକାରଙ୍କର ବୋଲି କହିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଅର୍ଥାତ୍ ଉପରାଜ୍ୟପାଳ ନୁହଁନ୍ତି ବରଂ ଦିଲ୍ଲୀ ସରକାର ହେଉଛନ୍ତି ଦିଲ୍ଲୀର ପ୍ରକୃତ ବସ୍ ।…

ସମଲିଙ୍ଗୀ ଦମ୍ପତି କିଭଳି ପାଇବେ ସାମାଜିକ ସୁବିଧା, କେନ୍ଦ୍ରକୁ ପଚାରିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ଦେଇ ସୁପ୍ରିମକୋର୍ଟରେ ଏକାଧିକ ଆବେଦନ ହୋଇଛି । ହେଲେ ସମଲିଙ୍ଗୀ ଦମ୍ପତି ଅନ୍ୟ ଦମ୍ପତିଙ୍କ ଭଳି କିଭଳି ସମସ୍ତ ସୁବିଧା ସୁଯୋଗ ସମାଜରେ ପାଇବେ । ଏନେଇ କଣ ରାସ୍ତା ରହିଛି ବୋଲି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ ।…

ଆଇନଜୀବୀମାନେ ଧର୍ମଘଟ କରିପାରିବେ ନାହିଁ କିମ୍ବା ନ୍ୟାୟିକ କାର୍ଯ୍ୟରୁ ରକ୍ଷା ପାଇପାରିବେ ନାହିଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଆଇନଜୀବୀମାନେ ଧର୍ମଘଟ କରିପାରିବେ ନାହିଁ କିମ୍ବା ନ୍ୟାୟିକ କାର୍ଯ୍ୟରୁ ନିଜକୁ ରକ୍ଷା ପାଇପାରିବେ ନାହିଁ । ଗୁରୁବାର ସୁପ୍ରିମକୋର୍ଟ ଏଭଳି କହିଛନ୍ତି। ଏହି କ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡି. ୱାଇ.ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ରାଜ୍ୟ ସ୍ତରୀୟ ଅଭିଯୋଗ ସମାଧାନ କମିଟି ଗଠନ…

ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟରେ କାଲିଠୁ ଶୁଣାଣୀ, କେନ୍ଦ୍ର ସରକାରଙ୍କ ବିରୋଧ

ନୂଆଦିଲ୍ଲୀ : ଦେଶରେ ସମଲିଙ୍ଗୀ ବିବାହକୁ ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂଆ ଆବେଦନ କରିଥିବା ଜଣାପଡ଼ିଛି। ଆବେଦନରେ କେନ୍ଦ୍ର ସରକାର କହିଛନ୍ତି ଯେ, ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବିଚାର ଉପରେ କେନ୍ଦ୍ର ସରକାର ପ୍ରଶ୍ନ…

‘ନେତାଙ୍କ ପାଇଁ ହୋଇ ପାରିବନି ଅଲଗା ଆଇନ୍’, ଇଡି-ସିବିଆଇ ବିରୋଧରେ ବିରୋଧୀଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ: ବିରୋଧୀ ଦଳଙ୍କୁ ଝଟକା । ଇଡି, ସିବିଆଇ ଭଳି କେନ୍ଦ୍ରୀୟ ଏଜେନ୍ସିର କେନ୍ଦ୍ର ସରକାର ଦୁରୁପଯୋଗ କରୁଥିବା ନେଇ ବିରୋଧୀ ଅଭିଯୋଗ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶୁଣାଣି ପାଇଁ ବିରୋଧୀ ଦଳ ଗୁଡ଼ିକ କରିଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଅଗ୍ରାହ୍ୟ କରି ଦେଇଛନ୍ତି…

ନିରାଶ ସାହାରା ନିବେଶକଙ୍କୁ ଆଶ୍ୱସ୍ତି ! ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବାକୁ SEBIକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ବର୍ଷ ବର୍ଷ ଧରି ଫସିରହିଥିବା ଜମା ଅର୍ଥ ଫେରିପାଇବେ ନିବେଶକାରୀ। କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ମଞ୍ଜୁରୀ ଦେବା ପରେ ଏନେଇ ପଥ ପରିସ୍କାର ହୋଇଛି। ବୁଧବାର ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ଜମାକାରୀଙ୍କୁ ଅର୍ଥ…

ପ୍ରଥମ ଓଡ଼ିଆ ଭାବେ BAIର ଉପସଭାପତି ହେଲେ ଅନିନ୍ଦିତା ପୂଜାରୀ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଓକିଲ ଅନିନ୍ଦିତା ପୂଜାରୀ ପ୍ରଥମ ଓଡ଼ିଆ ଭାବେ ଦ ବାର୍ ଆସୋସିଏସନ୍ ଅଫ୍ ଇଣ୍ଡିଆ (ବିଏଆଇ)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଏଆଇର ଉପସଭାପତି ପଦରେ ଅନିନ୍ଦିତା ୨ ବର୍ଷ ରହିବେ । ଏହା ପୂର୍ବରୁ ଅନିନ୍ଦିତା ଦୁଇଥର ବିଏଆଇର ସାଧାରଣ ସମ୍ପାଦିକା ଭାବେ…

୩ ମାସ ମଧ୍ୟରେ ସମସ୍ତ ହାଇକୋର୍ଟରେ ଅନଲାଇନ୍ RTI ପୋର୍ଟାଲ୍ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦେଶରେ ଥିବା ୨୫ଟି ଯାକ ହାଇକୋର୍ଟରେ ରହିବ ଆରଟିଆଇ ପୋର୍ଟାଲ୍ । ଏନେଇ ସୋମବାର ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼, ଜଷ୍ଟିସ୍ ପିଏସ୍ ନରସିମ୍ହା ଓ ଜଷ୍ଟିସ୍ ଜେବି ପର୍ଦିୱାଲାଙ୍କ ଖଣ୍ଡପୀଠ ହାଇକୋର୍ଟ…