Latest Odisha News

BREAKING NEWS

Browsing Tag

Supreme Court

୨୦୨୨ରେ ସୁପ୍ରିମକୋର୍ଟ : କେତେ ପ୍ରଧାନ ବିଚାରପତି ଓ କେତେ ରାୟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ୨୦୨୨ରେ ମୋଟ ୧୨୬୩ ଟି ମାମଲାରେ ରାୟ ଶୁଣାଇଛନ୍ତି । ୧୦ଟି ଅତି ଗୁରୁତ୍ୱପୂର୍ଣ୍ଣ ମାମଲାରେ ରାୟ ସମୀକ୍ଷା କରିଛନ୍ତି । ଏହି ମାମଲା ମଧ୍ୟରେ ରହିଛି ସଂରକ୍ଷଣ, ତଦନ୍ତକାରୀ ସଂସ୍ଥାକୁ ସ୍ୱତନ୍ତ୍ର କ୍ଷମତା । ବିଦେଶୀ ପାଣ୍ଠି ଗ୍ରହଣ, ଦେଶଦ୍ରୋହ ଆଇନକୁ ଚାଲେଞ୍ଜ,…

ଦେଶରେ କଲେଜିୟମ୍ ବ୍ୟବସ୍ଥାକୁ ନେଇ ବିବାଦ, ଅନ୍ୟ ଦେଶରେ କେମିତି ନିଯୁକ୍ତ ହୁଅନ୍ତି ବିଚାରପତି ?

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ବିଚାରପତି ନିଯୁକ୍ତିକୁ ନେଇ ଥିବା କଲେଜିୟମ ବ୍ୟବସ୍ଥା ଏବେ ବିବାଦ ଘେରରେ ରହିଛି । ଗୁରୁବାର ସଂସଦରେ କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି, ଯେବେ ଯାଏ ବିଚାରପତିଙ୍କ ନିଯୁକ୍ତି ପ୍ରକ୍ରିୟା ପରିବର୍ତ୍ତ ନ ହୋଇଛି । ସେ ପର୍ଯ୍ୟନ୍ତ…

ଓଡ଼ିଶାର କେଉଁଠି ବି ସ୍ଥାପନ ହେବନି ହାଇକୋର୍ଟ ସ୍ଥାୟୀ ବେଞ୍ଚ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଓଡ଼ିଶାରେ ଆବଶ୍ୟକତା ନାହିଁ ହାଇକୋର୍ଟର ସ୍ଥାୟୀ ବେଞ୍ଚ । ପଶ୍ଚିମ ଓଡ଼ିଶା ହେଉ କିମ୍ବୂା ଦକ୍ଷିଣ ଓଡ଼ିଶା କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କରାଯିବ ନାହିଁ । ଆଜି ଓକିଲ ଆନ୍ଦୋଳନକୁ ନେଇ ଶୁଣାଣି ବେଳେ ସର୍ବୋଚ୍ଚ ନ୍ୟାୟାଳୟ ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ…

ଓକିଲ ଆନ୍ଦୋଳନକୁ ନେଇ ଓଡ଼ିଶା ପୋଲିସକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାରେ ଓକିଲ ଆନ୍ଦୋଳନକୁ ନେଇ ଆଜି ସୁପ୍ରିମକୋର୍ଟରେ ହାଜର ହୋଇଛନ୍ତି ପୋଲିସ ଡିଜି ଓ ଉତ୍ତରାଞ୍ଚଳ ଆଇଜି । ଡିଜିପି ଓ ଉତ୍ତରାଞ୍ଚଳ ଆଇଜି ଭିଡିଓ କନଫରେନ୍ସିଂ ମାମଲାରେ ସୁପ୍ରିମକୋର୍ଟରେ ହାଜର ହୋଇଛନ୍ତି । ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ବେଳେ ଭଙ୍ଗାରୁଜା ଘଟଣାରେ…

ଦିଲ୍ଲୀ-ଏନସିଆର ପ୍ରଦୂଷଣ ମାମଲା ଗ୍ରହଣ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆାର ପ୍ରଦୂଷଣ ମାମଲାରେ ଦାଏର ହୋଇଥିବା ଆଉ ଏକ ମାମଲାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି । ଦିଲ୍ଲ ଏନସିଆାରରେ ବାୟୁ ପ୍ରଦୂଷଣ ନେଇ ଆଇନଜୀବୀ ଶଶାଙ୍କ ଶେଖର ଝା ସୁପ୍ରିମକୋର୍ଟରେ ଏକ ମାମଲା ଦାଏର କରିଥିଲେ । ଏଥିରେ କେନ୍ଦ୍ର ସରକାର,…

ସୁପ୍ରିମ କୋର୍ଟରେ ନୋଟବନ୍ଦୀ ମାମଲାର ଶୁଣାଣି ଶେଷ

ନୂଆଦିଲ୍ଲୀ: ନୋଟବନ୍ଦୀକୁ ଚାଲେଞ୍ଜ କରି ସୁପ୍ରିମ କୋର୍ଟରେ ହୋଇଥିବା ମାମଲାର ଶୁଣାଣି ହୋଇଛି । ୬ ବର୍ଷ ତଳେ ଅର୍ଥାତ ୨୦୧୬ରେ ହୋଇଥିବା ଏହି ନୋଟବନ୍ଦୀ ମାମଲାର ଶୁଣାଣି ସୁପ୍ରିମେକାର୍ଟର ସାମ୍ବିଧାନିକ ପୀଠରେ ହୋଇଯାଇଛି । ଜଷ୍ଟିସ ଏସଏସ ନଜୀରଙ୍କ ସାମ୍ବିଧାନିକ ପୀଠାରେ ସମସ୍ତ ପକ୍ଷ…

ଓଡ଼ିଶାରେ ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ ବାତିଲ୍ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ବାତିଲ୍ ହେବ ଆନ୍ଦୋଳନରତ ଓକିଲଙ୍କ ଲାଇସେନ୍ସ । ସୋମବାର ସୁପ୍ରିମକୋର୍ଟ ଏଭଳି କଡ଼ା ନିର୍ଦ୍ଦେଶ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ଦେଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ଓକିଲ ହାଇକୋର୍ଟ ବେଞ୍ଚ ଦାବି କରି ଆନ୍ଦୋଳନ କରୁଥିବାରୁ କୋର୍ଟ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି ।…

କାହା ସୁପାରିସରେ ହୋଇଥିଲା ବିମୁଦ୍ରୀକରଣ ? ସୁପ୍ରିମକୋର୍ଟରେ ସତ୍ୟପାଠ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ନୋଟବନ୍ଦୀ- କେତେ ଲାଭ, କେତେ କ୍ଷତି ? ୨୦୧୬ରେ ହୋଇଥିବା ରାତି ଅଧିଆ ବିମୁଦ୍ରୀକରଣକୁ ନେଇ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି । ଯେଉଁଥିରେ ସରକାର କହିଛନ୍ତି, ଜାଲ୍ ନୋଟ୍ ଓ ଆତଙ୍କବାଦୀଙ୍କୁ ଅର୍ଥ ଯୋଗାଣ ରୋକିବା ଲାଗି ନୋଟବନ୍ଦୀ ହେଉଛି ପ୍ରଭାବଶାଳୀ…

ରାଜୀବ ହତ୍ୟା ମାମଲାର ୬ ଅଭିଯୁକ୍ତଙ୍କୁ ଖଲାସ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ 

ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ହତ୍ୟା ଘଟଣାରେ ସଂପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଖଲାସ  କରିବା ପାଇଁ ସୁପ୍ରିମକୋର୍ଟ ଆଜି ନିର୍ଦ୍ଦେଶ  ଦେଇଛନ୍ତି । ଯଦି ସେମାନଙ୍କ ବିରୋଧରେ ଅନ୍ୟ କୌଣସି ମାମଲା ନାହିଁ ତେବେ ସେମାନଙ୍କୁ ତୁରନ୍ତ ଖଲାସ କରିବା ପାଇଁ କୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ।…

ହିଜାବ ବ୍ୟାନ ମାମଲା: ସୁପ୍ରିମ୍‌କୋର୍ଟରେ ଆଜି ଆସିବ ରାୟ

ଓଡ଼ିଶା ସମ୍ବାଦ ବ୍ୟୁରୋ: କର୍ଣ୍ଣାଟକର ଶିକ୍ଷାନୁଷ୍ଠାନରେ ହିଜାବ ବ୍ୟାନ ମାମଲାରେ ସୁପ୍ରିମକୋର୍ଟ ଆଜି (ଗୁରୁବାର) ରାୟ ପ୍ରଦାନ କରିବେ। ଏହାପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟ ହିଜାବ ଉପରେ ନିଷେଧାଦେଶ ବନ୍ଦ କରିବା ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ହାଇକୋର୍ଟଙ୍କ ଏହି ନିଷ୍ପତ୍ତିକୁ…