Latest Odisha News
Browsing Tag

sura routray

କାହିଁକି ବିଧାନସଭାକୁ ମୁଣ୍ଡିଆ ମାରିଲେ ସୁର ରାଉତରାୟ?

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ ପସନ୍ଦରେ ଥାନ୍ତି ଜଟଣୀ ବିଧାୟକ। ସମୟ ସମୟରେ କିଛି ନ କିଛି କାର୍ଯ୍ୟ କରିଥାନ୍ତି ଯାହା ଚର୍ଚ୍ଚାର ପରିସରକୁ ଆଣିଥାଏ। ବର୍ତ୍ତମାନ ବଜେଟ୍…

୨୦୨୪ ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ

ଭୁବନେଶ୍ୱର: ନିର୍ବାଚନ ଲଢିବେନି ବରିଷ୍ଠ କଂଗ୍ରେସ ନେତା ତଥା ଜଟଣି ବିଧାୟକ ସୁର ରାଉତରାୟ  । ୨୦୨୪ ନିର୍ବାଚନରେ ସେ ଆଉ ଲଢିବେ ନାହିଁ ସୂଚନା ଦେଇଛନ୍ତି । ସୋମବାର ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ରାଉତରାୟ କହିଛନ୍ତି, ତାଙ୍କ ପୁଅ ସିଦ୍ଧାର୍ଥ ରାଉତରାୟ ତାଙ୍କର ପ୍ରତିନିଧିତ୍ୱ…

ପିସିସି ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି; ସୁରଙ୍କୁ ସ୍ପଷ୍ଟୀକରଣ ମାଗିଲେ ନିରଞ୍ଜନ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସରେ ସଭାପତି ନବୀନ ପଟ୍ଟନାୟକ ସ୍ଥିର କରନ୍ତି । ବିଗତ ଦିନରେ ବରିଷ୍ଠ କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ ଏହି ମତ ଦେଇଥିଲେ । ସୁରଙ୍କ ଏଭଳି ମନ୍ତବ୍ୟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କ୍ଷୁବ୍ଧ ହୋଇ ତାଙ୍କୁ ଏହାର ସ୍ପଷ୍ଟୀକରଣ ମାଗିଛନ୍ତି ।…

ସୁବାଷ ପାଣିଗ୍ରାହୀ ଆତ୍ମହତ୍ୟା ଉଦ୍ୟମ ମାମଲା: କ୍ଷମା ମାଗନ୍ତୁ ସୁବାଷ, କହିଲେ ବାଚସ୍ପତି

ଭୂୁବନେଶ୍ବର: ସୁବାଷ ପାଣିଗ୍ରାହୀ ଆତ୍ମହତ୍ୟା ଉଦ୍ୟମ ମାମଲା । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ବିଜେପି ବିଧାୟକ ଦଳ ବୈଠକ କରନ୍ତୁ । ଦୁଃଖ ପ୍ରକାଶ କରନ୍ତୁ ସୁବାଷ ପାଣିଗ୍ରାହୀ ଯେ ବିଧାନସଭା ଭିତରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ସେ ବେଆଇନ କାମ କରିଛନ୍ତି । ଏପରି କେବେ ବି…

ବନ୍ଦର ଭିନ୍ନ ଦିଗ; ଭୁବନେଶ୍ୱରରେ ସାଇକେଲ ଚଳାଇ ସୁରଙ୍କ ପ୍ରତିବାଦ, ଆଠଗଡ଼ରେ ଆନ୍ଦୋଳନକାରୀ ବାଣ୍ଟୁଛନ୍ତି ଚକଲେଟ୍

ଭୁବନେଶ୍ୱର: କଂଗ୍ରେସ ବନ୍ଦ ଡାକରା ଦେଲେ ପ୍ରାୟତଃ ଲୋକେ ଡରି ଯାଆନ୍ତି । କାରଣ କଂଗ୍ରେସ ଯେତେବେଳେ ବି ବନ୍ଦ ପାଳନ କରିଛି । ସେତେବେଳେ ଛୋଟ ମୋଟ ହିଂସା ଘଟିଛି । ତେବେ ଆଜି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦରେ କୌଣସି ସ୍ଥାନରେ କିଛି ହିଂସା ଦେଖିବାକୁ ମିଳିନାହିଁ । କଂଗ୍ରେସ କର୍ମୀ…

ରାପର୍ ହେବେ ସୁର ରାଉତରାୟ…

ଭୁବନେଶ୍ୱର: ଓଡ଼ିଶାର ଲୋକପ୍ରିୟ ରାଜନେତା ସୁରେଶ ରାଉତ ରାୟ ଓରଫ ସୁର ଭାଇନା। କିଛି ନା କିଛି କାରଣକୁ ନେଇ ସବୁବେଳେ ଚର୍ଚ୍ଚାର ପରିଧି ମଧ୍ୟରେ ରହି ଆସୁଛନ୍ତି । ନିଜର ରକଠୋକ କଥା ପାଇଁ ଜନସାଧାରଣଙ୍କ ପ୍ରିୟ ପାଲଟିଥିବା ସୁରନାନା ପୁଣି ଥରେ ଚର୍ଚ୍ଚାକୁ ଟାଣି ହୋଇ ଆସିଛନ୍ତି। ମାତ୍ର…

ବାଲେଶ୍ୱରରେ ବିଜେଡିର ପ୍ରାର୍ଥୀତ୍ୱକୁ ନେଇ ବଢ଼ୁଛି କନ୍ଦଳ

ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନ ପାଇଁ ବିଜେଡି ଘୋଷଣା କରିଥିବା ପ୍ରାର୍ଥୀକୁ ନେଇ ଦଳ ଭିତରେ ବଢ଼ୁଛି ଅସନ୍ତୋଷ । ତେବେ ଏହି ଅସନ୍ତୋଷକୁ ପ୍ରସମିତ କରିବା ପାଇଁ ଆଜି ବାଲେଶ୍ୱର ପହଂଚିଛନ୍ତି ବରିଷ୍ଠ ବିଜେଡି ନେତା ପ୍ରତାପ ଦେବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରତାପ ଦେବଙ୍କୁ…

ସୁର ଭାଙ୍ଗିଲେ କୋଭିଡ ନିୟମ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ ସମସ୍ତେ କୋଭିଡ ନିୟମ ପାଳନ ଓ ସାମାଜିକ ଦୂରତା ରକ୍ଷା କରିବା…

“ଗଂଜାମ ଓ ଖୋର୍ଦ୍ଧାରେ କୋଭିଡ୍ ସ୍ଥିତି ଅଣାୟତ୍ତ”

ଭୁବନେଶ୍ୱର: ଗଂଜାମ ଓ ଖୋର୍ଦ୍ଧାରେ କରୋନା ସ୍ଥିତି ଅଣାୟତ ହୋଇପଡିଛି ଏବଂ ଏଥିପାଇଁ ସରକାର ଦାୟୀ ବୋଲି ଅଭିଯୋଗ କରିଛି କଂଗ୍ରେସ। ବିଧାୟକ ସୁର ରାଉତରାୟ କହିଛନ୍ତି, ଦୁଇ ଜିଲ୍ଲାରେ କୋଭିଡ୍ ପରିଚାଳନା ଠିକ୍ ଭାବେ ହୋଇପାରୁନି । ପ୍ରବାସୀ ମାନଙ୍କୁ ଆଣି ସଂକ୍ରମଣ ବଢାଇଲେ ଏବେ ପରିଚାଳନାରେ…

‘ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ ପାଇଁ ନୁହେଁ, କରୋନା ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା କରିବୁ’

ଭୁବନେଶ୍ୱର: କାରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଆଜି ସନ୍ଧ୍ୟାରେ ୨ ମିନିଟ ନୀରବ ପ୍ରାର୍ଥନା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି । ଏଥିସହ କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଏହି…