Latest Odisha News
Browsing Tag

Suresh Mahapatra

ସୁରେଶ ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଲେ ସରକାର

ଭୁବନେଶ୍ୱର: ଅବସର ସହ ନିଯୁକ୍ତି । ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେବେ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଉଥିବା ବେଳେ ସରକାର ତାଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି…

ଦ୍ୱିତୀୟଥର ପାଇଁ ବଢିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କର କାର୍ଯ୍ୟକାଳ

ଭୁବନେଶ୍ୱର: ପୁଣି ବଢ଼ିଲା ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ସୁରେଶଙ୍କ କାର୍ଯ୍ୟକାଳ ଆଉ ୬ ମାସ ଲାଗି ବୃଦ୍ଧି କରାଯାଇଛି । ଦ୍ୱିତୀୟଥର ପାଇଁ ମୁଖ୍ୟ ଶାସନ…

[ଦେଖନ୍ତୁ ଭିଡିଓ] ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ପରେ ପ୍ରଦୀପ ଜେନା ହୋଇପାରନ୍ତି ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବରିଷ୍ଠ IAS ପ୍ରଦୀପ କୁମାର ଜେନା । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାଳ ଅଗଷ୍ଟ ୩୧ରେ ସରୁଛି । ତାଙ୍କ ପରେ କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ? ଏହାକୁ ନେଇ ଲୋକସେବା ଭବନ…

ଦିନ ସାଢ଼େ ୨ଟାରେ ମୁଖ୍ୟ ସଚିବଙ୍କ ପ୍ରେସ ବିବୃତ୍ତି, ଗୁରୁତ୍ୱପୂର୍ଣ୍ଣ ଘୋଷଣାକୁ ଅପେକ୍ଷା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲି ସକାଳେ ସରୁଛି ଆଂଶିକ ଲକଡାଉନ୍ । ତାପରେ କଣ ରହିବ ମୁକାବିଲା ରଣନୀତି । ଆଜି ଦିନ ସାଢ଼େ ୨ଟାରେ ପରବର୍ତ୍ତୀ କାର୍ୟ୍ୟପନ୍ଥା ବାବଦରେ ସୂଚନା ଦେବେ ମୁଖ୍ୟ ସଚିବ ସୁରେଶ ମହାପାତ୍ର । ପ୍ରେସ ବିବୃତ୍ତି ଜାରି କରିବେ । ଜୁଲାଇ ୩୦ ତାରିଖ ଯାଏ କଣ ରହିବ କୋଭିଡ୍…

ବାଲେଶ୍ୱରରେ ମୁଖ୍ୟ ସଚିବ ଓ 5T ସଚିବ, ଉନ୍ନୟନମୂଳକ କାମର କଲେ ସମୀକ୍ଷା

ବାଲେଶ୍ୱର: ଦିନିକିଆ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର । ତାଙ୍କ ସହ 5T ସଚିବ ଭି. କେ. ପାଣ୍ଡିଆନ୍ ଓ ପୂର୍ତ୍ତ ସଚିବ କ୍ରିଷନ କୁମାର ମଧ୍ୟ ଅଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ସେମାନେ ବାଲେଶ୍ୱରରେ ବିଭିନ୍ନ ଉନ୍ନୟନମୂଳକ କାମ ସମୀକ୍ଷା…

ଆଜି ନୃସିଂହନାଥ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ

ବରଗଡ଼: ରାଜ୍ୟ ସରକାରଙ୍କ ଫୋକସରେ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀର ବିକାଶ । ଆଜି ପଶ୍ଚିମ ଓଡ଼ିଶାର ଅନ୍ୟତମ ପ୍ରମୁଖ ସ୍ଥାନ ବରଗଡ଼ ଜିଲ୍ଲା ପାଇକମାଲ ସ୍ଥିତ ଗଙ୍ଗା ନୃସିଂହନାଥ ମନ୍ଦିର ପୀଠ ପରିଦର୍ଶନ କରିବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀ ।…

ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ରେସରେ ଆଗରେ ସୁରେଶ ମହାପାତ୍ର

ଭୁବନେଶ୍ୱର: ନୂଆବର୍ଷରେ ରାଜ୍ୟରେ ନିଯୁକ୍ତ ହେବେ ନୂଆ ମୁଖ୍ୟ ଶାସନ ସଚିବ । ଅସିତ ତ୍ରିପାଠୀଙ୍କ ପରେ କାହାକୁ ମିଳିବ ଏହି ପଦବୀ ? ଏନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ରେସରେ ଆଗରେ ଅଛନ୍ତି ଉନ୍ନୟନ କମିଶନର ସୁରେଶ ମହାପାତ୍ର । ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ଅସିତ ତ୍ରିପାଠୀଙ୍କ…