Latest Odisha News

BREAKING NEWS

Browsing Tag

Surjya Narayan patra

ଦିନକୁ ସାଢ଼େ ୪ ଘଣ୍ଟା ବସିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ତେବେ ଏଥର ମଧ୍ୟ କୋଭିଡ କଟକଣା ଭିତରେ ଏହି ଅଧିବେଶନ ବସିବ । ଏଥିସହ ଦୈନିକ ସାଢ଼େ ୪ ଘଂଟା ପାଇଁ ବସିବ ବିଧାନସଭା । ଏନେଇ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ପ୍ରଶ୍ନକାଳ…

ଡିସେମ୍ବର ୩୧ ପୂର୍ବରୁ ବସିବ ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଡିସେମ୍ବର ୩୧ ପୂର୍ବରୁ ବସିବ ବିଧାନସଭାର ଶୀତକାଳୀନ ଅଧିବେଶନ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ବିଧି ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବାର ବ୍ୟବସ୍ଥା ରହିଛି। ତୃତୀୟ ଓ ଚତୁର୍ଥ  ଅଧିବେଶନରେ ସର୍ବମୋଟ ୨୦ ଦିନ ଗୃହ କାର୍ଯ୍ୟ…

ସଂସଦ ଢାଞ୍ଚାରେ ବିଧାନସଭା ଅଧିବେଶନ, ୪ ଫୁଟ ଦୂରତାରେ ବସିବେ ବିଧାୟକ

ଭୁବନେଶ୍ୱର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ଏଥରର ବିଧାନସଭା । ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ । ତେବେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ ଓ କଲିଂ ଆଟେନସନ ରହିବ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସୂଚନା ଅନୁସାରେ ବିଧାୟକ ମାନେ ୪ ଫୁଟ ଦୂରତାରେ…

ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର: ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଲୋକସଭା କାର୍ଯ୍ୟକାଳକୁ ଦେଖିବା ପରେ ହିଁ ଏ ନେଇ ନିଷ୍ପତ୍ତି ନିଆଯିବ ବୋଲି ବାଚସ୍ପତି କହିଛନ୍ତି । ବର୍ତ୍ତମାନ ରାଜସ୍ଥାନରେ ବିଧାନସଭା ବସିଛି…

ସେପ୍ଟେମ୍ବର ୩୦ ପୂର୍ବରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ସେପ୍ଟମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶ । ଏନେଇ ଆଜି ସୂଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ତେବେ କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ…

ଜୁଲାଇରେ ବସିବନି ବିଧାନସଭାର କୌଣସି କମିଟି ବୈଠକ

ଭୁବନେଶ୍ୱର: ଜୁଲାଇ ମାସରେ ହେବନି ବିଧାନସଭାର କୌଣସି ବି ବୈଠକ । କରୋନା ମହାମାରୀର ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ କମିଟିର ବୈଠକକୁ ବାତିଲ କରାଯାଇଛି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ଯେ, ଗତ ମାସରେ ବିଭିନ୍ନ କମିଟିର ବୈଠକ ହୋଇଥିଲା । ହେଲେ ଆଗକୁ ହେବାକୁ…

ଗଂଜାମରେ ଆଉ ଏକ କୋଭିଡ ହସ୍ପିଟାଲ କର: ବାଚସ୍ପତି

ଭୁବନେଶ୍ୱର: ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ତେଣୁ ଜିଲ୍ଲାରେ ଆଉ ଏକ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କର । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଗଂଜାମ ଜିଲ୍ଲାପାଳଙ୍କୁ ଏଭଳି ପ୍ରସ୍ତାବ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଗଂଜାମରେ ଏବେ ୨୦୦ ବେଡ୍ ବିଶିଷ୍ଟ ଏକ…