‘ଇନ୍ଦ୍ରଧନୁ’ର ନବରଙ୍ଗ ଚଳଚ୍ଚିତ୍ର ଅବୋଲକରା କାହାଣୀ
ଛାୟାଲିପି: ଭାଗ ଷୋହଳ
‘ଇନ୍ଦ୍ରଧନୁ’ ଚଳଚ୍ଚିତ୍ର ପତ୍ରିକାରେ କେବଳ ଚଳଚ୍ଚିତ୍ର ଭିତ୍ତିକ ଖବର କି ଆଲୋଚନା କି ଭିତିରି କଥା ନଥିଲା, ଆହୁରି ଥିଲା ‘ସମୟ ସ୍ରୋତ’ ଶୀର୍ଷକରେ ରାଜନୀତି ଚର୍ଚ୍ଚା, ‘ଭାଗ୍ୟଲିପି’ ଶିରୋନାମାରେ ରାଶିଫଳ, ‘ସାମାନ୍ୟ ସମ୍ବାଦ ଓ ଅସାମାଡ଼୍ୟ ତଡ଼ିତ୍’ ନାମରେ ଖେଳ…