ଚିତ୍ରଲେଖା: ସ୍ୱଳ୍ପାୟୁ କିନ୍ତୁ ପ୍ରଭାବୀ
ଭାଗ-୬
‘ଚିତ୍ରଲେଖା’ ଏକ ଚଳଚ୍ଚିତ୍ର ପତ୍ରିକା ବୋଲି ପ୍ରକାଶନ ସଂସ୍ଥା ପକ୍ଷରୁ ଘୋଷଣା କରିବା ସତ୍ତ୍ୱେ ଏହାର ଲେଖା ଓ ବିଷୟ ଚୟନରେ ଅଧିକାଂଶରେ ସାହିତ୍ୟ, ଖେଳକୁଦ, ସ୍ୱାସ୍ଥ୍ୟ ଓ କୌତୁକ ଆଧାରିତ ପ୍ରାଧାନ୍ୟ ପାଇଥିଲା । ଚଳଚ୍ଚିତ୍ର ସମ୍ବନ୍ଧିତ ଲେଖା ଥିଲା କିନ୍ତୁ ତିରିଶ ପ୍ରତିଶତରେ…