Latest Odisha News

BREAKING NEWS

Browsing Tag

Sushant Singh Rajput

ସୁଶାନ୍ତଙ୍କ ବାନ୍ଦ୍ରା ଘରେ ସିବିଆଇ ଟିମ୍, ସାଙ୍ଗରେ ଅଛନ୍ତି ଭଉଣୀ ମୀତୁ ସିଂହ

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଖୋଳତାଡ ଚାଲିଛି । ଡ୍ରଗ୍ସ ଲିଙ୍କରେ ରିୟା ଚକ୍ରବର୍ତ୍ତୀଙ୍କ ଭାଇ ସୌଭିକ୍ ଓ ସୁଶାନ୍ତଙ୍କ ହାଉସ ମ୍ୟାନେଜର ସାମୁଏଲ୍ ମିରାଣ୍ଡାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଗିରଫ କରିଛି । ଏପଟେ ସୁଶାନ୍ତଙ୍କ ମୃତ୍ୟୁର ତଦନ୍ତ କରୁଥିବା ସିବିଆଇ…

ରିୟାଙ୍କ ବ୍ଲଡ୍ ସାମ୍ପୁଲ ନେବ ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ

ଭୁବନେଶ୍ୱର: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ଆଗଉଛି । ସାମନାକୁ ଆସୁଛି ନୂଆ ନୂଆ ତଥ୍ୟ । ଅଡୁଆ ଭିତରେ ଫଶି ଚାଲିଛନ୍ତି ରିୟା ଚକ୍ରବର୍ତ୍ତୀ । ଏବେ ଡ୍ରଗ୍ସ ମାଫିଆଙ୍କ ସହ ରିୟାଙ୍କ ଲିଙ୍କ ସୂରାକ ମିଳିବା ପରେ ମାମଲା ରୁଜୁ କରି ଖୋଳତାଡ ଆରମ୍ଭ କରିଛି ନାରକୋଟିକ୍ସ କଣ୍ଟ୍ରୋଲ…

ରିୟା ଚକ୍ରବର୍ତ୍ତୀଙ୍କ ଚାର୍ଟର୍ଡ ଆକାଉଣ୍ଟାଣ୍ଟଙ୍କୁ ଜେରା କରିବ ଇଡି

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅର୍ଥ ହେରଫେର ଦିଗର ତଦନ୍ତ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଚାର୍ଟର୍ଡ ଆକାଉଣ୍ଟାଣ୍ଟ ରିତେଶ ଶାହଙ୍କୁ ଜେରା କରି ଇଡି । ହାଜର ହେବାକୁ ସମନ୍ କରିଛି । ଆଜି ସୁଦ୍ଧା ହାଜର ହେବା ପାଇଁ…

କାଲି ପୁଣି ରିୟା ଚକ୍ରବର୍ତ୍ତୀଙ୍କୁ ଘାଣ୍ଟିବ ଇଡି, ହାଜିରା ପାଇଁ ସମନ୍

ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାକୁ ନେଇ ହରଡ଼ଘଣାରେ ପଡିଛନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ସୁଶାନ୍ତଙ୍କ ଆର୍ଥିକ କାରବାରର ଖୋଳତାଡ ଚାଲିଥିବା ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସ୍କାନରରେ ଅଛନ୍ତି ରିୟା ଓ ତାଙ୍କ ଭାଇ । ଆସନ୍ତାକାଲି ପୁଣି ହାଜର ହେବାକୁ…

ମୁମ୍ୱାଇରେ କ୍ୱାରେଣ୍ଟାଇନରେ ରଖିଥିବା ପାଟନା ଏସପିଙ୍କୁ ଛାଡ଼ିଲା ବିଏମସି

ମୁମ୍ୱାଇ: ବହୁ ବିବାଦ ଓ ମୁହାଁମୁହିଁ ସ୍ଥିତି ପରେ ମୁମ୍ୱାଇରେ କ୍ୱାରେଣ୍ଟାଇନରେ ରହିଥିବା ପାଟନା ସିଟି ଏସପି ବିନୟ ତିଓ୍ୱାରୀଙ୍କୁ ଛାଡ଼ିଲା ବିଏମସି । ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଅଗଷ୍ଟ ଦୁଇ ତାରିଖରେ ମୁମ୍ୱାଇ ପହଞ୍ଚିଥିଲେ ପାଟନା ସିଟି ଏସପି । ରାତି…

ଇଡିରେ ହାଜର ହେବେ ରିୟା ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅଡୁଆ ଭିତରେ ଫଶିଛନ୍ତି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ । ତାଙ୍କ ନାଁରେ ସିବିଆଇ ମାମଲା ରୁଜୁ କରିଥିବା ବେଳେ ଇଡି ସ୍କାନରରେ ବି ଅଛନ୍ତି ରିୟା । ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ସେ ହାଜର ହେବେ । ପୂର୍ବରୁ ତାଙ୍କୁ ସମନ୍…

ରିୟା ଚକ୍ରବର୍ତ୍ତୀଙ୍କୁ ଇଡିର ନୋଟିସ୍, ଅଗଷ୍ଟ ୭ରେ ହାଜିରା ନିର୍ଦ୍ଦେଶ

ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ବଢିଛି ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଅଡୁଆ । ବିହାର ପୋଲିସ ସ୍କାନରରେ ରିୟା ଥିବା ବେଳେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ସମନ କରିଛି । ଅଗଷ୍ଟ ୭ ତାରିଖ ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ ରହିଛି । ପ୍ରିଭେନସନ୍…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁର ତଦନ୍ତ କରିବ ସିବିଆଇ, ସୁପାରିଶକୁ ଗ୍ରହଣ କଲା କେନ୍ଦ୍ର

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ଖୋଲିବ ରହସ୍ୟ । ପଦାକୁ ଆସିବ ସତ । ତଦନ୍ତ କରିବ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇ । ବିହାର ସରକାର କରିଥିବା ସୁପାରିଶକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ମାମଲାକୁ ପାଟନାରୁ…

ସୁଶାନ୍ତ ସିଂ ରାଜପୁତ ମାମଲା:ରିୟା ଚକ୍ରବର୍ତ୍ତୀଙ୍କ ପିଟିସନ୍ ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁଶାନ୍ତ ସିଂ ରାଜପୁର ମୃତ୍ୟୁ ମାମଲାରେ ପାଟଣାରୁ ମୁମ୍ୱାଇ ମାମଲା ସ୍ଥାନାନ୍ତରଣ ପାଇଁ ହୋଇଥିବା ପିଟିସନର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ରିୟା ଚକ୍ରବର୍ତ୍ତୀ । ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାରେ ରିୟା…

ସିବିଆଇ ତଦନ୍ତ ପାଇଁ ବିହାର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ସୁଶାନ୍ତଙ୍କ ବାପା

ପାଟନା: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ତଦନ୍ତ ପାଇଁ ଦାବି ଜୋର ଧରୁଛି । ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହେଲେ ସୁଶାନ୍ତ ସିଂ ରାଜପୁତଙ୍କ ବାପା କେ. କେ. ସିଂ । ପୁଅର ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ଅନୁରୋଧ କରିଛନ୍ତି ।…