Latest Odisha News

BREAKING NEWS

Browsing Tag

Sushant Singh Rajput

ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲା: ନିର୍ଦ୍ଦେଶକ ସଂଜୟ ଲୀଲା ଭଂସାଲୀଙ୍କୁ ଜେରା

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟାକୁ ଅନେକ ଦିନ ବିତି ଗଲାଣି । ତଥାପି ତାଙ୍କ ମୃତ୍ୟୁ ଉପରୁ ହଟୁନି ସସ୍‌ପେନ୍ସ । ଏନେଇ ମୁମ୍ବାଇ ବାନ୍ଦ୍ରା ପୋଲିସ ଆଜି ନିର୍ଦ୍ଦେଶକ ସଂଜୟ ଲୀଲା ଭଂସାଲୀଙ୍କୁ ଜେରା କରିଛି । ପୋଲିସ ତାଙ୍କୁ ପଚରାଉଚରା କରି ତାଙ୍କ ବୟାନ ରେକର୍ଡ…

ବ୍ୟବହୃତ ଲୁଗାର ହେବ ‘ଟେନସାଇଲ୍ ଆନାଲିସିସ୍‌’; ଉନ୍ମୋଚିତ ହେବ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ !

ମୁମ୍ବାଇ: ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବା ଲାଗି ରାତି ଦିନ ଏକ କରି ଲାଗି ପଡ଼ିଛି ମୁମ୍ବାଇ ପୋଲିସ । ଦୁଇ ଦୁଇଟି ପୋର୍ଷ୍ଟମର୍ଟମ ରିପୋର୍ଟ ସହିତ ସୁଶାନ୍ତଙ୍କ ଭିସେରା ଟେଷ୍ଟ ପରେ ଏବେ ପୋଲିସ କରିବ ‘ଟେନସାଇଲ୍ ଆନାଲିସିସ୍‌’ । ଯେଉଁ ଲୁଗା ପିନ୍ଧି ଫ୍ୟାନରୁ ଝୁଲି ପଡ଼ିଥିଲେ ସୁଶାନ୍ତ…

ସୁଶାନ୍ତ ସିଂ ଆତ୍ମହତ୍ୟା ଘଟଣା: ନିର୍ଦ୍ଦେଶକ ସଂଜୟ ଲୀଲା ଭଂସାଲୀଙ୍କୁ ସମନ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ବିତିଗଲାଣି ୧୯ ଦିନ । ଏବେବି ମଧ୍ୟ ତାଙ୍କୁ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି । ଚାରିଆଡେ ଜଷ୍ଟିସ ଫର୍ ସୁଶାନ୍ତ ବୋଲି ଟ୍ରେଣ୍ଡ ଚାଲିଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ପ୍ରଶଂସକମାନେ ଅଭିଯୋଗ…

ଆତ୍ମହତ୍ୟା ପୂର୍ବରୁ ‘ୱିକିପିଡ଼ିଆ’ରେ ଅପ୍‌ଡ଼େଟ୍ ହୋଇଥିଲା ସୁଶାନ୍ତଙ୍କ ମୃତ୍ୟୁ ଖବର !

ମୁମ୍ବାଇ: ବଲିଉଡ଼ ଷ୍ଟାର୍ ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ପରବତର୍ତ୍ତୀ ଚୂଡ଼ାନ୍ତ ପୋଷ୍ଟମର୍ଟମ ରିପୋର୍ଟ ସହିତ ଭିସେରା ରିପୋର୍ଟ ମଧ୍ୟ ପ୍ରକାଶିତ ହୋଇସାରିଛି । ଶ୍ୱାସରୁଦ୍ଧ ହୋଇ ସୁଶାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିବା ପରେ ମଧ୍ୟ ଏହି ମୃତ୍ୟୁ ଘଟଣାକୁ ସହଜରେ ଫ୍ୟାନମାନେ ଗ୍ରହଣ…

ସୁଶାନ୍ତଙ୍କ ସ୍ମୃତିରେ ୫୫୦ ଗରିବ ପରିବାରକୁ ଖୁଆଇବେ ଭୂମି

ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗକୁ କେହି ଭୁଲି ପାରୁ ନାହାନ୍ତି । ଏହାରି ଭିତରେ ୧୬ ଦିନ ବିିତଲାଣି । ବଲିଉଡରୁ ଆରମ୍ଭ କରି ଫ୍ୟାନ୍, ସମସ୍ତଙ୍କ ହୃଦୟରେ ରହିଛନ୍ତି ସୁଶାନ୍ତ । ତାଙ୍କ ସ୍ମୃତିରେ ଅଭିନେତ୍ରୀ ଭୂମି ପେଡନକର ୫୫୦ ଗରିବ ପରିବାରକୁ ଖାଦ୍ୟ ଦେବେ । ଏନେଇ ନିଜ ଇନଷ୍ଟାଗ୍ରାମ…

ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲା: ୟଶରାଜ ଫିଲ୍ମର କାଷ୍ଟିଂ ଡାଇରେକ୍ଟରକୁ ପୋଲିସର ପଚରାଉଚରା

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତ ଜାରି ରହିଛି। ପୋଲିସ୍ ଏବେ ସୁଦ୍ଧା ଏହି ମାମଲାରେ ଅନେକ ଲୋକଙ୍କୁ ପଚରାଉଚୁରା କରି ସାରିଛି। ଶନିବାର ମୁମ୍ବାଇର ବାନ୍ଦ୍ରା ପୋଲିସ୍ ଷ୍ଟେସନରେ ୟଶରାଜ ଫିଲ୍ମର କାଷ୍ଟିଂ ଡାଇରେକ୍ଟର…

ସୁଶାନ୍ତଙ୍କ ପାରିବାରକୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ରବି ଶଙ୍କର ପ୍ରସାଦ

ପାଟଣା: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆଉ ନାହାନ୍ତି । ତାଙ୍କ ଆତ୍ମହତ୍ୟା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ବଲିଉଡ ସମେତ ବିଭିନ୍ନ ରାଜନେତା ଓ ତାଙ୍କ ପ୍ରଶଂସକଙ୍କୁ ମଧ୍ୟ ଏହି ଖବର ବଡ ଝଟ୍‌କା ଦେଇଛି । ଅନେକ ଫିଲ୍ମଷ୍ଟାର, କ୍ରିକେଟରଙ୍କ ସମେତ ରାଜନେତାମାନେ ମଧ୍ୟ ସୁଶାନ୍ତଙ୍କ…

ସୁଶାନ୍ତଙ୍କ ମୃତ୍ୟୁ: ଶୋକାତୁରା ଯୁବତୀ ହାରିଲେ ଜୀବନ !

ବିଶାଖାପାଟଣା: ବଲିଉଡର ଶାନ୍ତଶିଷ୍ଟ ହ୍ୟାଣ୍ଡସମ୍ ଆକ୍ଟର୍ ସୁଶାନ୍ତ ସିଂ ରାଜପୁତଙ୍କ ଆକସ୍ମିକ ବିୟୋଗରେ ତାଙ୍କର ଅଗଣିତ ଫ୍ୟାନଙ୍କୁ ବ୍ୟଥିତ କରିଦେଇଛି । ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଦେଶର ଅନେକ ସ୍ଥାନରେ ତାଙ୍କର ଫ୍ୟାନ୍ ଶୋକରେ ଜୀବନ ହାରିଥିବାର ଖବର ଗଣମାଧ୍ୟମରେ ପ୍ରକାଶିତ…

ସୁଶାନ୍ତ ସିଂହ ରାଜପୁତଙ୍କ ବିୟୋଗ ସହିନପାରି ୯ମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

କଟକ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ସାରା ଦେଶକୁ ଦୋହଲାଇ ଦେଇଛି । ତାଙ୍କ ପ୍ରଶଂସକମାନେ ତାଙ୍କ ଆତ୍ମହତ୍ୟା ଖବରକୁ ସହଜରେ ବିଶ୍ୱାସ କରିପାରୁ ନାହାନ୍ତି । ଏହି ଘଟଣାକୁ ୪ରୁ ୫ ଦିନ ବିତିଯାଇଥିଲେ ମଧ୍ୟ ସୁଶାନ୍ତ ଫ୍ୟାନ୍‌ମାନେ ନିରାଶ ହୋଇ ଆତ୍ମହତ୍ୟାର ବାଟ ବାଛି…

ସୁଶାନ୍ତଙ୍କ ଗାର୍ଲଫ୍ରେଣ୍ଡ ରେହାଙ୍କୁ ପୋଲିସର ୯ ଘଂଟା ଧରି ଜେରା, ମିଳିଲା ବହୁ ତଥ୍ୟ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ପୁଲିସ୍‌ ତଦନ୍ତ ଜୋର୍‌ ଧରିଛି। ମୁମ୍ବାଇ ପୁଲିସ୍‌ ସୁଶାନ୍ତଙ୍କ ପ୍ରେମିକା ରେହା ଚକ୍ରବର୍ତ୍ତୀଙ୍କୁ ଦୀର୍ଘ ୯ ଘଣ୍ଟା ଧରି ପଚରାଉଚରା କରିଥିବାର ଜାଣିବାକୁ ମିଳିଛି। ସୁଶାନ୍ତଙ୍କ ପ୍ରେମିକା ତଥା ଅଭିନେତ୍ରୀ ରେହା…