Latest Odisha News

BREAKING NEWS

Browsing Tag

Sushma Swaraj

ବାଲୁକା କଳାରେ ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ତଥା ଦେଶର ସମ୍ମାନସ୍ପଦ ନେତ୍ରୀ ସ୍ୱର୍ଗତ ସୁଷମା ସ୍ୱରାଜଙ୍କର ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ବର୍ଷେ ତଳେ ଆଜିର ଦିନରେ ସୁଷମା ପ୍ରାଣ ହରାଇଥିଲେ । ତାଙ୍କ ବିଦାୟ ସହ ଭାରତ ହରାଇଥିଲା ଏକ ମହାନ ରାଜନେତ୍ରୀ । ଆଜି ତାଙ୍କର…

ଭାରତର ଶ୍ରେଷ୍ଠ ଆଦରଣୀୟ ରାଜନେତ୍ରୀ ସ୍ବର୍ଗତ ସୁଷମା ସ୍ଵରାଜଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ

ନୂଆଦିଲ୍ଲୀ: ସ୍ବର୍ଗତଃ ସୁଷମା ସ୍ୱରାଜ । ଭାରତୀୟ ରାଜନୀତିର ଜଣେ ଆଦରଣୀୟ ରାଜନେତ୍ରୀ ଥିଲେ। ସେ ଏକ ଧାରାରେ ଜଣେ ସଫଳ ଲୋକପ୍ରିୟ ରାଜନୀତିଜ୍ଞ, ସୁପ୍ରିମକୋର୍ଟର ପୂର୍ବତନ ଆଇନଜୀବୀ ଏବଂ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ଭାବରେ ଗୌରବ ଅର୍ଜନ କରିଥିଲେ। ଇନ୍ଦିରା ଗାନ୍ଧୀଙ୍କ ପରେ ସେ…

ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସ ଭବନରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତୀୟ ରାଜନୀତିରେ ଏକ ଯଶସ୍ୱୀ…

ସୁଷମା ସ୍ୱରାଜଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କର ମଙ୍ଗଳବାର ରାତିରେ ହୃଦଘାତରେ ଦେହାନ୍ତ ଘଟିଛି । ଯାହା ଫଳରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । https://twitter.com/Naveen_Odisha/status/1158920783961309184?s=08…

ବରିଷ୍ଠ ବିଜେପି ନେତ୍ରୀ ସୁଷମା ସ୍ୱରାଜଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ନୂଆଦିଲ୍ଲୀସ୍ଥିତ ଏମ୍ସରେ ୬୭ ବର୍ଷ ବୟସରେ ପରଲୋକ ହୋଇଯାଇଛି । PM Modi: A glorious chapter in Indian politics comes to an end. India grieves the demise of…