ଅନୁବାଦ ଗଳ୍ପ : ଧର୍ମଯୁଦ୍ଧ
ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୧୮
ମୂଳ ହିନ୍ଦୀ: ଯଶପାଲ
କର୍ଫ୍ୟୁଜାଲ ସାରା ସହରଟାକୁ ଗୋଟାପଣେ ଆବୋରି ବସିଥିଲା । ଚାରିଆଡ଼େ ଅନ୍ଧାର ଓ ନୀରବତା ବିରାଜମାନ କରୁଥିଲା । ଗଙ୍ଗୁ-କୀ-ଗଳିର ଦୁଇକଡ଼େ ଠିଆ ହୋଇଥିବା ଦୁଇ ତିନିମହଲା କୋଠାଘରଗୁଡ଼ିକର କବାଟ ଫାଙ୍କରୁ କେଉଁଠୁ…