ନନ୍ଦିଗ୍ରାମରେ ମମତା ବନାମ ଶୁଭେନ୍ଦୁ ଲଢ଼େଇ
ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ସରଗରମ ରାଜନୀତି । କାହାର ହେବ ନନ୍ଦିଗ୍ରାମ । ଏହି ଆସନରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଥିବା ବେଳେ, ଦିଦିଙ୍କ ବିରୋଧରେ ଶୁଭେନ୍ଦୁ ଅଧିକାରୀଙ୍କୁ ପ୍ରାର୍ଥୀ କରିଛି ବିଜେପି । କହିବାକୁ ଗଲେ, ଏଥର…