ଶବ ସତ୍କାର ଅନୁମତି ପରେ ସ୍ୱର୍ଗଦ୍ୱାରକୁ କରାଗଲା ସାନିଟାଇଜ୍
ପୁରୀ: ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲା ଲୋକଙ୍କ ଶବଦା ସତ୍କାର ଉପରୁ କଟକଣା ହଟିଛି । ଏହାପରେ ଆଜି ଅଗ୍ନିଶମ ବିଭାଗ ପକ୍ଷରୁ ସ୍ୱର୍ଗଦ୍ୱାରକୁ ସାନିଟାଇଜ କରାଯାଇଛି । ସ୍ୱର୍ଗଦ୍ୱାର ପରିସର, ଚାରିପାଖ ଓ ଅଫିସକୁ ବିଶୋଧନୀକରଣ କରାଯାଇଛି ।
ଗତକାଲି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବାହାର…