Latest Odisha News

BREAKING NEWS

Browsing Tag

Sydney Test

ସିଡନୀ ଟେଷ୍ଟ: ବିଜୟଠାରୁ ୩୦୯ ରନ୍ ପଛରେ ଟିମ୍ ଇଣ୍ଡିଆ

ସିଡନୀ: ଅଷ୍ଟ୍ରେଲିଆ ବିପକ୍ଷ ସିଡନୀ ଟେଷ୍ଟ ଜିତିବାକୁ ହେଲେ ଭାରତକୁ ଆଗରେ ଆହୁରି ୩୦୯ ରନ୍ ଦରକାର । ହାତରେ ଗୋଟିଏ ଦିନ ଖେଳ ବାକି ଅଛି । ଆଜି ଚତୁର୍ଥ ଦିନ ଖେଳ ଶେଷ ହୋଇଛି । ଷ୍ଟମ୍ପ ଅପସାରଣ ସୁଦ୍ଧା ଟିମ୍ ଇଣ୍ଡିଆ ଦୁଇ ଓ୍ୱିକେଟ ହରାଇ କରିଛି ୯୮ ରନ୍ । ଅପରାଜିତ ଅଛନ୍ତି ଚେତେଶ୍ୱର…

ସିଡନୀ ଟେଷ୍ଟ: ଭାରତ ଆଗରେ ୪୦୭ ରନ୍ ବିଜୟ ଲକ୍ଷ୍ୟ

ସିଡନୀ: ତୃତୀୟ ଟେଷ୍ଟରେ ଭାରତ ଆଗରେ ୪୦୭ ରନ୍ ଟାର୍ଗେଟ ଦେଇଛି ଅଷ୍ଟ୍ରେଲିଆ । ୬ ଓ୍ୱିକେଟରେ ୩୧୨ରନ କରି ଦ୍ୱିତୀୟ ଇନିଂସ ଘୋଷଣା କରିଛି କଙ୍ଗାରୁ ବାହିନୀ । ଆଜି ମ୍ୟାଚର ଚତୁର୍ଥ ଦିନ । ତେଣୁ ଏତେ ବଡ଼ ଟାର୍ଗେଟକୁ ହାସଲ କରିବା ଭାରତ ପକ୍ଷେ ସହଜ ନୁହେଁ । ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ…

ସଡିନୀ ଟେଷ୍ଟ: ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୩୩୮ ରନରେ ଅଲଆଉଟ୍

ସିଡନୀ: ତୃତୀୟ ଟେଷ୍ଟର ପ୍ରଥମ ଇନିଂସରେ ୩୩୮ ରନରେ ଅଲଆଉଟ୍ ହୋଇଛି ଅଷ୍ଟ୍ରେଲିଆ । ଆଜି ମ୍ୟାଚର ଦ୍ୱିତୀୟ ଦିନ । ଅଷ୍ଟ୍ରେଲିଆ ପକ୍ଷରୁ ଷ୍ଟିଭେନ୍ ସ୍ମିଥ ସର୍ବାଧିକ ୧୩୧ ରନ୍ ହାସଲ କରିଛନ୍ତି । ମାର୍ଣ୍ଣସ ଲାବୁସେନ୍ ୯୧ରନ୍ ଓ ଓ୍ୱିଲ ପୁକୋଭସ୍କି ୬୨ ରନ୍ କରିଛନ୍ତି । ଷ୍ଟିଭେନ୍…

ତୃତୀୟ ଟେଷ୍ଟ ପାଇଁ ଭାରତୀୟ ସ୍କାଡକୁ ଫେରିଲେ ରୋହିତ, ଡେବ୍ୟୁ କରିବେ ନଭଦୀପ ସାଇନି

ସିଡନୀ: ଆସନ୍ତାକାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ତୃତୀୟ ଟେଷ୍ଟ । ସିଡନୀ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆ ଘୋଷଣା କରିଛି ପ୍ଲେଇଂ ଇଲେଭେନ୍ । ଚୁଡ଼ାନ୍ତ ଏକାଦଶକୁ ଫେରିଲେ ରୋହିତ ଶର୍ମା । କ୍ୱାରେଣ୍ଟାଇନ ଅବଧି ସରିବା ପରେ ତାଙ୍କୁ ଦଳରେ ସାମିଲ କରାଯାଇଛି । ମୟଙ୍କ ଅଗ୍ରଓ୍ୱାଲଙ୍କ…