Latest Odisha News

BREAKING NEWS

Browsing Tag

Taiwan

ତାଇୱାନ ସୀମାରେ ଚୀନର ଯୁଦ୍ଧାଭ୍ୟାସ, ଡ୍ରାଗନ କରିବ କି ଆକ୍ରମଣ ?

ନୂଆଦିଲ୍ଲୀ: ତାଇୱାନ ରାଷ୍ଟ୍ରପତିଙ୍କ ଆମେରିକା ଗସ୍ତକୁ ନେଇ ବିବ୍ରତ ହୋଇ ପଡ଼ିଥିବା ଚୀନ ଯୁଦ୍ଧ ଅଭ୍ୟାସ ଆରମ୍ଭ କରିଛି । ଦ୍ୱିତୀୟ ଦିନର ଯୁଦ୍ଧାଭ୍ୟାସରେ ଚୀନ ୭୧ଟି ଫାଇଟର ଜେଟ୍ ସାହାଯ୍ୟରେ ତାଇୱାନକୁ ଘେରିବାକୁ ଚେଷ୍ଟା କରିଛି । ଏହି ଅପରେସନର ନା ରଖାଯାଇଛି ଜଏଣ୍ଟ ସ୍ୱାର୍ଡ । ଯାହା…

ରୋଗ ପୂର୍ବାନୁମାନ ଏବଂ ତ୍ବରିତ ଚିକିତ୍ସା ପ୍ରଦାନ କ୍ଷେତ୍ରରେ ଉପଯୋଗୀ ସାଜିବ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ

ଭୁବନେଶ୍ୱର: ଜରୁରୀକାଳୀନ କ୍ଷେତ୍ରରେ ତ୍ବରିତ ଚିକିତ୍ସା ସେବା ଯୋଗାଇବା ନିମନ୍ତେ ରୋଗର ଶୀଘ୍ର ଚିହ୍ନଟ କରିବା ବେଶ ଗୁରୁତ୍ୱପୂର୍ଣ୍ଣ । ଯେତେବେଳେ କର୍କଟ କିମ୍ବା ପକ୍ଷାଘାତ (ପାରାଲିସିସ୍‌/ବ୍ରେନ୍‌ ଷ୍ଟ୍ରୋକ୍) ରୋଗୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଏ, ରୋଗୀଙ୍କୁ…

ତାଇୱାନକୁ ନେଇ ଆମେରିକାକୁ ଧମକାଇଲା ଚୀନ

ନୂଆଦିଲ୍ଲୀ: ହେବ କି ଯୁଦ୍ଧ ? ମୁହାଁମୁହିଁ ହେବେ କି ଚୀନ ଓ ଆମେରିକା ? ତାଇୱାନ ଉପରେ ଅଧିକାର ସାବ୍ୟସ୍ତ କରିବାକୁ ଉଦ୍ୟମ କରୁଥିବା ଚୀନ, ଆମେରିକାକୁ ଧମକ ଦେଇଛି । ଖାଲି ଧମକାଇନି ବରଂ ପାଦେ ଆଗକୁ ଯାଇ ଡ୍ରାଗନ, ଆମେରିକା ସେନାର ବେସ୍ ନିକଟରେ ଶକ୍ତିଶାଳୀ ଯୁଦ୍ଧପୋତ ଅତିକ୍ରମ କରିଛି ।…

ତାଇଓ୍ୱାନକୁ ଦଖଲ କରିବାକୁ ସି ଜିନପିଙ୍ଗ୍ ଦେଖୁଛନ୍ତି ସ୍ବପ୍ନ!

ତାଇଓ୍ବାନକୁ ଦଖଲ କରିବ କି ଚୀନ? ଏ ପ୍ରଶ୍ନ କୁ ନେଇ ସାରା ବିଶ୍ବରେ ଏବେ ଚର୍ଚା, ଆଲୋଚନା ଚାଲିଛି । ତେବେ ଏହି ଆଲୋଚନାକୁ ଚାଇନା ପୁଣି ଖୋରାକ ଯୋଗାଉଛି । ଏବେ ତାଇଓ୍ବାନକୁ ଦଖଲ କରିବା ପାଇଁ ପୁଣି  ଚାଇନା ନୂଆ ପ୍ଲାନ କରିଛି । ଏଥିପାଇଁ ପ୍ରଥମେ ଧମକ ଦେବା ପରେ ଏବେ ତାଇଓ୍ବାନ …

[ଦେଖନ୍ତୁ ଭିଡିଓ] ତାଇୱାନ ଭୋଗିବ କି ୟୁକ୍ରେନ୍ ଦଶା ? ଆମେରିକାର ଏଭଳି ଅଭ୍ୟାସ ପାଇଁ ହୋଇଥିଲା ଯୁଦ୍ଧ

ନୂଆଦିଲ୍ଲୀ: ୟୁକ୍ରେନ୍-ଋଷ ଯୁଦ୍ଧ ଥମିନି । ଏପଟେ ଆଉ ଗୋଟେ ଯୁଦ୍ଧ ଭଳି ସ୍ଥିତି ଉପୁଜିଲାଣି । ନାଟୋରେ ସାମିଲ୍ ନେଇ ଆମେରିକା କଥାରେ ଡେଇଁବା ୟୁକ୍ରେନକୁ ବେଶ୍ ଭାରି ପଡ଼ିଛି । ଆଉ ଏବେ ତାଇୱାନ ଉପରେ ଚୀନ ଆଧିପତ୍ୟ ବିସ୍ତାର ପାଇଁ ଉଦ୍ୟମ କରିଥିବା ବେଳେ ଆଗକୁ ଆସିଛି ଆମେରିକା । ତାଇୱାନ…

ଅଜବ ଶିକ୍ଷକ, ଅଶ୍ଳୀଳ ୱେବସାଇଟ୍‌ରେ ଦେଉଛନ୍ତି ଗଣିତ ଶିକ୍ଷା

ଓଡିଶା ସମ୍ବାଦ ବ୍ୟୁରୋ: କରୋନା ମହାମାରୀ ପାଇଁ ବିଗତ ଦେଢ ବର୍ଷରେ ଶିକ୍ଷା ପଦ୍ଧତିରେ ଘୋର ପରିବର୍ତ୍ତନ ସାମ୍ନାକୁ ଆସିଛି । ଅନଲାଇନ୍ ଶିକ୍ଷା ପ୍ରକ୍ରିୟାରେ ଉଭୟ ଶିକ୍ଷକ ଓ ଶିଷ୍ୟମାନେ ନିଜକୁ ଢଳାଇ ସାରିଛନ୍ତି । ଲାଇଭ୍ କ୍ଲାସକୁ ବାଦ୍ ଦେଲେ ପ୍ରି-ରେକର୍ଡେଡ୍ କ୍ଲାସ ଉପରେ…

ଚୀନ-ତାଇୱାନ ବିବାଦ, ଦକ୍ଷିଣ ଚୀନ ସମୁଦ୍ରରେ ଯୁଦ୍ଧପୋତ ମୁତୟନ କଲା ଆମେରିକା

ତାଇପେ: ଆମେରିକାରେ ଜୋ ବାଇଡେନ ସରକାର କ୍ଷମତା ଗ୍ରହଣ କରିବା ପରେ ଚୀନ ଓ ଆମେରିକା ମଧ୍ୟରେ ପୁଣି ଥରେ ମୁହାଁମୁହିଁ ଆରମ୍ଭ ହୋଇଛି । ଏଥରକ ମୁହାଁମୁହିଁ ତାଇୱାନକୁ ନେଇ ଆରମ୍ଭ ହୋଇଛି । ପୂର୍ବରୁ ତାଇୱାନରେ ଚୀନର ୧୨ଟି ଲଢ଼ୁଆ ଯୁଦ୍ଧ ବିମାନ ପହଞ୍ଚି ସାରିଥିବା ବେଳେ ଏହାର ଜବାବରେ ଆମେରିକା…