ଦୀର୍ଘ ୬ ମାସ ପରେ ଖୋଲିଲା ତାଜମହଲ
ଆଗ୍ରା: ଦୀର୍ଘ ୬ ମାସପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧା ତଜମହଲ । ୧୧୮ ଦିନ ପରେ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲିଛି । ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କୁ କୋଭିଡ ନିୟମ ପାଳନ କରିବାକୁ ପଡିବ । ପ୍ରବେଶ ବେଳେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ କୋଭିଡ ନିୟମ ମାନିବାକୁ ପଡିବ । କରୋନା…