ବସରେ ଗଞ୍ଜେଇ ଖୋଜୁଥିଲା ପୋଲିସ, ପାଇଲା ପୂଳା ପୂଳା ଟଙ୍କା
କଟକ: ପୋଲିସକୁ ମିଳିଲା ସଫଳତା । ବସ୍ରୁ ଜଣେ ଯାତ୍ରୀଙ୍କଠାରୁ ୪ ପେଟି ଟଙ୍କା ଜବତ ସହ ଜଣେ ଅଟକ । କଟକ ଜିଲ୍ଲା ଟାଙ୍ଗୀ ଟୋଲ ଗେଟ ନିକଟରେ ଗଞ୍ଜେଇ ଚାଲାଣ ସନ୍ଦେହରେ କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ ବେଳେ ଏହି ନଗଦ ଟଙ୍କା ଜବତ ହୋଇଛି।
ଅଟକ ହୋଇଥିବା ବ୍ୟକ୍ତିଙ୍କ ନାଁ ସୁକୁମାର…