ସୁମିତ ତପସ୍ୱିନୀ ପାରିବାରିକ ବିବାଦ ମାମଲା: ହାଇକୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ନିର୍ଦ୍ଦେଶ
କଟକ : ବହୁଚର୍ଚ୍ଚିତ ସୁମିତ ଓ ତପସ୍ୱିନୀ ପାରିବାରିକ ବିବାଦ ମାମଲା । ଏହି ମାମଲାରେ ଆସିଛି ନୂଆ ତଥ୍ୟ । ମାମଲାରେ ହାଇକୋର୍ଟଙ୍କ ମଧ୍ୟସ୍ଥିତା କେନ୍ଦ୍ରରେ ହାଜର ପାଇଁ ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ତେବେ ସୁମିତ ଓ ତମସ୍ୱିନୀଙ୍କୁ ଏପ୍ରିଲ ୯ ତାରିଖରେ ହାଜର…