ତପ୍ତପାଣି ବସ୍ ଦୁର୍ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଓଡିଶା ସରକାର
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟି ନିକଟରେ ବୁଧବାର ଦିନ ହୋଇଥିବା ସଡକ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର ।
ଗଣମାଧ୍ୟମକୁ ସୂଚନା ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି, ଏହି ଦୁର୍ଘଟଣାର ତଦନ୍ତ ଲାଗି ଏକ…