ତରଙ୍ଗା ହିଲ-ଅମ୍ବାଜୀ-ଅବୁ ରୋଡ୍ ନୂଆ ରେଳ ଲାଇନକୁ କ୍ୟାବିନେଟ ମଞ୍ଜୁରି
ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୭୯୮.୧୫ କୋଟି ଟଙ୍କାର ଆନୁମାନିକ ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟ ଦ୍ବାରା ତରଙ୍ଗା ହିଲ-ଅମ୍ବାଜୀ-ଆବୁ ରୋଡ୍ ନୂଆ ରେଳଲାଇନ ନିର୍ମାଣ କରାଯିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି ଏହି…