Latest Odisha News
Browsing Tag

teachers

ବାଂଲାଦେଶରେ ହିନ୍ଦୁ ଶିକ୍ଷୟିତ୍ରୀଙ୍କୁ ଟାର୍ଗେଟ, ଇସ୍ତଫା ଦେଲେଣି ପ୍ରାୟ ୫୦ ଜଣ

ଢାକା: ବାଂଲାଦେଶରେ ଶେଖ ହସିନାଙ୍କ ସରକାରର ପତନ ପରେ ହିନ୍ଦୁମାନଙ୍କୁ ଏକପ୍ରକାର ଟାର୍ଗେଟ କରାଯାଉଛି। ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ କରୁଥିବା ହିନ୍ଦୁ ଶିକ୍ଷୟିତ୍ରୀ ମାନଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଅତି କମରେ ୫୦ ଜଣ ହିନ୍ଦୁ ଶିକ୍ଷୟିତ୍ରୀ…

କାଲି ମାଟ୍ରିକ ପରୀକ୍ଷା, ଆଜି ରାଜରାସ୍ତାରେ ଶିକ୍ଷକ

ଭୁବନେଶ୍ୱର:ରାତି ପାହିଲେ ମାଟ୍ରିକ୍ ପରୀକ୍ଷା । ଆରମ୍ଭ ହୋଇଯିବ ସ୍କୁଲ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା। ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରସ୍ତୁତି ଚାଲିଥିବା ବେଳେ ରାଜରାସ୍ତାରେ ମାଧ୍ୟମିକ ସ୍କୁଲ ଶିକ୍ଷକ । ଦାବି ପୂରଣ ପାଇଁ ଦୀର୍ଘ ୧୨ ଦିନ ହେଲା ଭୁବନେଶ୍ବର ଗାନ୍ଧୀ ମାର୍ଗରେ…

ନିୟମିତ ଆଦେଶ ନମିଳିଲେ କାର୍ଯ୍ୟବନ୍ଦ ଧମକ ଦେଲା ସିବିଟି ଶିକ୍ଷକ ସଂଘ, ମନ୍ତ୍ରୀ କହିଲେ ଧୈର୍ଯ୍ୟ ଧରନ୍ତୁ

ଭୁବନେଶ୍ୱର : ରାଜଧାନୀର ରାଜରାସ୍ତାରେ ଏକାଠି ହୋଇଛନ୍ତି ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ହଜାର ହଜାର ଶିକ୍ଷକ ଓ ଶିକ୍ଷୟତ୍ରୀ। ହାଇସ୍କୁଲ ସିବିଟି ଶିକ୍ଷକ ସଂଘର ଆହ୍ୱାନରେ  ହଜାର ହଜାର ଚୁକ୍ତିଭିତ୍ତିକ ଶିକ୍ଷକ/ଶିକ୍ଷୟିତ୍ରୀ (୨୦୧୬ ରୁ ୨୦୨୨ ବ୍ୟାଚ୍ ପର୍ଯ୍ୟନ୍ତ)…

ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ସରସ୍ବତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା । ଯାଜପୁର ଦାନଗଦି ବ୍ଲକ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଥିବା ଘଟଣାରେ ଏବେ ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା। ସରସ୍ୱତୀ ପୂଜା ଦିନ ସ୍କୁଲ ପରିସରରେ ହୋଇଥିବା ଭୋଜି…

ଶିକ୍ଷକ ଓ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟ ସ୍ତରୀୟ ସମ୍ମିଳନୀ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ ସ୍ଥିତ ଗଡ଼ଜାତଭବନ ଠାରେ ନିଖିଳ ଉତ୍କଳ ଅନୁଦାନ ପ୍ରାପ୍ତ ୪୮୮ ବର୍ଗ ଶିକ୍ଷକ ଓ କର୍ମଚାରୀ ସଂଘ ପକ୍ଷରୁ ଏକ ରାଜ୍ୟ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ରାଜ୍ୟ ଶିକ୍ଷକ ଓ କର୍ମଚାରୀ ସଂଘ…