Latest Odisha News

BREAKING NEWS

Browsing Tag

Team India

ଟି୨୦ କ୍ରିକେଟ୍ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆର ନୂଆ ଜର୍ସି

ନୂଆଦିଲ୍ଲୀ: ଆଜି ବିସିସିଆଇ ଉନ୍ମୋଚନ କରିଛି ଭାରତୀୟ କ୍ରିକେଟ୍ ଦଳର ନୂଆ ଜର୍ସି । ଏହି ଜର୍ସି ପିନ୍ଧି ଭାରତୀୟ ଖେଳାଳିମାନେ ଟି୨୦ ବିଶ୍ୱକପ କ୍ରିକେଟ ପ୍ରତିଯାଗୀତାରେ ନଜର ଆସିବେ । ନୂଆ ଜର୍ସି କିଟ୍‌କୁ ବିଲିଅନ୍ ଚିଅର୍ସ ଜର୍ସି ଭାବେ ନାମିତ କରାଯାଇଛି । Presenting the Billion…

ଟି୨୦ ବିଶ୍ୱକପ ପରେ ଅଧିନାୟକ ପଦ ଛାଡିବେ କୋହଲି !

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପରେ ବିରାଟ କୋହଲି ସୀମିତ ଓଭର ଅଧିନାୟକ ପଦରୁ ଓହରିଯିବା ପାଇଁ ନିଷ୍ପତି ନେଇଛନ୍ତି । ବିସିସିଆଇ ଓ ଟାଇମ୍ସ ଅଫ ଇଣ୍ଡିଆ ଅନୁସାରେ ହିଟମ୍ୟାନ ରୋହିତ ଶର୍ମା ଏହି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟାଟିଂ ଉପରେ ମନୋନିବେଶ କରିବା ପାଇଁ କୋହଲି ଏହି ନିଷ୍ପତି…

ବାଲୁକା କଳାରେ ଭାରତୀୟ ପାରା ଅଲିମ୍ପିଆନଙ୍କୁ ଶୁଭେଚ୍ଛା

ପୁରୀ: ଆଜିଠାରୁ ଟୋକିଓରେ ଆରମ୍ଭ ହେଉଛି ପାରା ଅଲିମ୍ପିକ୍ସ । ଏଥିରେ ଅଂଶ ଗ୍ରହଣ କରୁଥିବା ଭାରତୀୟ ଆଥଲେଟଙ୍କୁ ବାଲୁକା କଳାରେ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଭାରତୀୟ ପାରା…

T20 ବିଶ୍ୱକପ୍: ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ପାକିସ୍ତାନ ବିପକ୍ଷରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ ଟିମ୍ ଇଣ୍ଡିଆ । ଅକ୍ଟୋବର ୨୪ରେ ଉଭୟ ଟିମ୍ ମୁହାଁମୁହିଁ ହେବେ । ବିଶ୍ୱକପ୍ ମ୍ୟାଚ୍ ନେଇ ଆଇସିସି ପକ୍ଷରୁ କ୍ରୀଡ଼ାସୂଚୀ ଜାରି ହୋଇଛି । ଅକ୍ଟୋବର ୧୭ ତାରିଖରୁ ୟୁଏଇ ଏବଂ ଓମାନରେ ଆରମ୍ଭ ହେବ ଫଟାଫଟ…

ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ

ଟୋକିଓ: ଅଲିମ୍ପିକ୍ସ ହକିରେ ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ୍। ୪୧ ବର୍ଷ ପରେ ଜିତିଲା ପଦକ। ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ଜିିତିଛ। କଡ଼ା ମୁକାବିଲା ହୋଇଥିଲା। ମ୍ୟାଚ୍ ରୋମାାଞ୍ଚ ଭରା ଥିଲା। ଆଟାକିଂ ଖେଲିଥିଲା ଟିମ୍ ଇଣ୍ଡିଆ। ଏହିି ବିିଜୟ ସହ ଭାରତ ୪୧ ବର୍ଷ ପରେ…

ସାଉଥ ଆଫ୍ରିକାକୁ ୪-୩ରେ ହରାଇଲା ଭାରତୀୟ ମହିଳା ହକି ଟିମ୍, ଅଲିମ୍ପିକ୍ସ କ୍ୱାର୍ଟର ଆଶା ଉଜ୍ଜୀବିତ

ଟୋକିଓ: ଅଲିମ୍ପିକ୍ସ ଗ୍ରୁପ ପର୍ଯ୍ୟାୟର କର ବା ମର ମ୍ୟାଚରେ ଭାରତୀୟ ମହିଳା ହକି ଟିମର ଜବରଦସ୍ତ ପ୍ରଦର୍ଶନ । କଡ଼ା ମୁକାବିଲାରେ ସାଉଥ ଆଫ୍ରିକାକୁ ୪-୩ ଗୋଲରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ଏଥିସହ କାର୍ଟୱ ଫାଇନାଲ୍ ଆଶା ଉଜ୍ଜୀବିତ ରହିଛି । ଗ୍ରୁପ୍ ପର୍ଯ୍ୟାୟରେ ୫ଟି ପାଞ୍ଚରୁ ଭାରତ…

କ୍ରୁନାଲ୍ ପାଣ୍ୟାଙ୍କ ପରେ ଚହଲ ଓ କୃଷ୍ଣପ୍ପା ଗୌତମ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କ୍ରୁନାଲ୍ ପାଣ୍ୟାଙ୍କ ପରେ ଆଉ ଦୁଇ ଜଣ କ୍ରିକେଟରଙ୍କୁ କରୋନା । ସ୍ପିନର ଯୁଜବେନ୍ଦର ଚହଲ ଓ ଅଲରାଉଣ୍ଡର କୃଷ୍ଣପ୍ପା ଗୋତମ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କର ରିପୋର୍ଟ ଆସିଛି ପଜିଟିଭି । ଏମାନେ କ୍ରୁନାଲ୍ ପାଣ୍ୟାଙ୍କ ସଂସ୍ପର୍ଶରେ ଆସିଥିଲେ । ଚହଲ ଓ କୃଷ୍ଣପା…

ପୁଣେ ଦିନିକିଆରେ ବିରାଟ ସେନାର ବିଜୟ ହିରୋ ନବାଗତ କ୍ରୁନାଲ୍-ପ୍ରସିଦ୍ଧି

ପୁନେ: ଉଭୟ ବ୍ୟାଟିଂ ଓ ବୋଲିଂରେ କମାଲ କଲେ ଭାରତୀୟ ଖେଳାଳି । ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଦମଦାର ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଅଭିଜ୍ଞ ଓ ନବାଗତଙ୍କୁ ନେଇ ବିରାଟ ସେନା ବିଜୟରୁ ଅଭିଯାନ ଆରମ୍ଭ କରିଛି । ଟସ୍ ହାରିଥିବା ଭାରତ ପ୍ରଥମେ ବ୍ୟାଟିଂ କରି ୫ ଓ୍ୱିକେଟରେ ୩୧୭ରନ୍…

ମିଶନ୍ ଓ୍ୱାନ୍ ଡେ: ଆଜିଠୁ ଭାରତ-ଇଂଲଣ୍ଡ ଦିନିକିଆ ସିରିଜ

ପୁଣେ: ଟେଷ୍ଟ ଓ ଟି-ଟ୍ୱେଣ୍ଟି ସିରିଜ କବଜା ପରେ ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେଉଛି ଦିନିକିଆ ସିରିଜ । ପୁଣେରେ ଖେଳାଯିବ ପ୍ରଥମ ମ୍ୟାଚ୍ । ଦିନ ସାଢ଼େ ଗୋଟାଏରେ ଏହି ମ୍ୟାଚ୍ ଖେଳାଯିବ । କରୋନା ଯୋଗୁ ବିନା ଦର୍ଶକରେ ମ୍ୟାଚ୍ ଖେଳାଯିବ । ଅଭିଜ୍ଞ ଓ ନବାଗତଙ୍କୁ ନେଇ ମୈଦନାକୁ…

ଆଜି ଭାରତ-ଇଂଲଣ୍ଡ ତୃତୀୟ T20: ଚୂଡ଼ାନ୍ତ ଏକାଦଶକୁ ଫେରିପାରନ୍ତି ରୋହିତ

ଅହମ୍ମଦାବାଦ: ଆଜି ଖେଳାଯିବ ଭାରକ-ଇଂଲଣ୍ଡ ତୃତୀୟ ଟି-ଟ୍ୱେଣ୍ଟି । ଅହମ୍ମଦାବାଦ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ । ୧-୧ରେ ବର୍ତ୍ତମାନ ଦୁଇ ଦଳ ବରାବର ସ୍ଥିତିରେ ରହିଛନ୍ତି । ଆଜିର ମ୍ୟାଚ୍ ପାଇଁ ଚୂଡ଼ାନ୍ତ ଏକାଦଶକୁ ଫେରି ପାରନ୍ତି ଓପନର ରୋହିତ ଶର୍ମା । ଗତ ଦୁଇଟି…