Latest Odisha News
Browsing Tag

Telkoi

ଶିକାର ପାଇଁ ଜଙ୍ଗଲରେ ନିଆଁ ଲଗାଇବା ବେଳେ ୩ ଗିରଫ

ତେଲକୋଇ: ଆକ୍ସନ ମୋଡରେ ବନ ବିଭାଗ । କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳ ଅଧିନ ବିମଳା ଫରେଷ୍ଟ ବିଟର ନମକାନୀ ଗାଁ ଝାରବେଡା ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ବନ କର୍ମଚାରୀ ପାଟ୍ରୋଲିଂ କରୁଥିଲେ । ଏହି ସମୟରେ ଶିକାର ଉଦ୍ଦେଶ୍ୟରେ ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ତିନି ଜଣଙ୍କୁ ଗିରଫ କରିଛି…

ଧୂପରୁ ଲାଗିଲା ନିଆଁ, ଜଳିଗଲା ଦୁଇ ବଖରା ଘର ସହ ଆସବାବପତ୍ର

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ ମଧୁସୂଦନପୁର ଗାଁରେ ନିଆଁ ଲାଗି ପୋଡିଗଲା ଦୁଇ ବଖରା ଘର । ଧୂପ ନିଆଁରୁ ଘରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବା ଫଳରେ ଘରର ଚାଳ ସମ୍ପୂର୍ଣ୍ଣ ପୋଡିଯିବା ସହ ଆସବାବପତ୍ର ଓ କଂସାବାସନ ମଧ୍ୟ ପୋଡି ନଷ୍ଟ…

ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଜଣେ ଗୁରୁତର 

ତେଲକୋଇ : ଜମିବାଡ଼ି ବିବାଦରୁ ହାତାହାତି । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ଜଣେ ଗୁରୁତର ଆହତ ହୋଇଛନ୍ତି । ତେଲକୋଇ ଥାନା ଅନ୍ତର୍ଗତ ମାର୍ଦ୍ଦା ଗାଁରେ ଏହି ଘଟଣା ଘଟିଛି ।  ସୂଚନା ଅନୁସାରେ, ନାରଣ ମହାନ୍ତଙ୍କ ଘର ବାଡିରେ ଗାଁର ନିଧି ପ୍ରଧାନ ତାଙ୍କୁ ଟାଙ୍ଗିଆରେ ବାରମ୍ବାର ଆକ୍ରମଣ…