Latest Odisha News

BREAKING NEWS

Browsing Tag

Temperature

ଜାନୁଆରୀ ତାତିରେ ରେକର୍ଡ ଭାଙ୍ଗୁଛି ରାଜଧାନୀ

ଭୁବନେଶ୍ୱର: ରେକର୍ଡ ଭାଙ୍ଗୁଛି ରାଜଧାନୀ, ଜାନୁଆରୀରେ ବଢ଼ୁଛି ତାତି । ଭୁବନେଶ୍ୱରରେ ପାରଦ ଡେଇଁଲା ୩୪ ଡିଗ୍ରୀ । ରାଜଧାନୀ ଭୁବନେଶ୍ୱରରେ ତାତି ୧୬ ବର୍ଷର ରେକର୍ଡ ଭାଙ୍ଗିଛି । ଆଜି ଭୁବନେଶ୍ୱରର ସର୍ବୋଚ୍ଚ ଦିନ ତାପମାତ୍ରା ୩୪.୨ ଡିଗ୍ରୀ ରେକର୍ଡ ହୋଇଥିବା ସୂଚନା ଦେଇଛନ୍ତି ପାଣିପାଗ…

୨୪ ଘଣ୍ଟାରେ ଆହୁରି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର: ଲାଗି ରହିବ ଶୁଖିଲା ପାଗ, ଆହୁରି ଖସିବ ପାରଦ, ବଢ଼ିବ ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ଆଉ ୨ରୁ ୩ ଡିଗ୍ରୀ ଖସିବା ସହ ଶୀତ ବଢ଼ିବ । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ଆସନ୍ତା ୧୮ରୁ ସାମାନ୍ୟ କମିପାରେ ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ସହ ଶୁଖିଲା ପାଗ ଲାଗି ରହିଛି । ଆଗାମୀ ୪ରୁ ୫ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ରାତି ତାପମାତ୍ରା ୪ରୁ ୫ ଦିନ ଯାଏ ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଯାଏ କମ ରହିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଆଜିଠୁ ବଢ଼ିବ ତାତି, ଅସହ୍ୟ ହେବ ଗୁଳୁଗୁଳି

ଭୁବନେଶ୍ୱର: ଆଜିଠୁ ତାତିବ ଓଡ଼ିଶା । ବଢ଼ିବ ଦିନର ତାପମାତ୍ରା । ଦୁଇ ଦିନ ଜାରି ରହିବ ଗ୍ରୀଷ୍ମ ଲହରି । ଅନେକ ସ୍ଥାନରେ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ ଯାଏ ବଢ଼ିବା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତାତି ବଢ଼ିବା ସହ ଉପକୂଳ ଓଡ଼ିଶାର କିଛି…

ପାରଦ ଉପରମୁହାଁ: ୩୬ ଡ଼ିଗ୍ରୀ ଉପରେ ୧୦ ସହରରେ ତାପମାତ୍ରା

ଭୁବନେଶ୍ୱର: ବଢୁଛି ପାରଦ । ବଢୁଛି ତାତି । ମାର୍ଚ୍ଚରୁ ରାଜ୍ୟରେ ଅସହ୍ୟ ହେଲାଣି ଖରା । ୩୬ ଡିଗ୍ରୀ ଉପରେ ୧୦ଟି ସହରରେ ତାପମାତ୍ରା ରେକର୍ଡ ହୋଇଛି । ୩୮ ଡିଗ୍ରୀ ସହ ଟିଟଲାଗଡ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ରାଜ୍ୟକୁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରୁ ବାୟୁ ପ୍ରବାହ ଶକ୍ତିଶାଳୀ…

କାଳବୈଶାଖୀ ପ୍ରଭାବରେ ତାତିରୁ ମିଳିଲା ଆଶ୍ବସ୍ତି

ଭୁବନେଶ୍ବର : ରାଜ୍ୟରେ କାଳବୈଶାଖୀ ଆଣିଦେଲା ଆଶ୍ବସ୍ତି । ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିବା ବେଳେ, ଆଶ୍ବସ୍ତି ଅନୁଭୁବ କରିଛନ୍ତି ଲୋକେ । ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ତାତି କମିଥିବା ବେଳେ, ସମସ୍ତ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ତଳକୁ ହ୍ରାସ…

୧୭ ସହରରେ ପାରଦ ଡେଇଁଲା ୪୦ ଡିଗ୍ରୀ, ୪୩.୨ ଡିଗ୍ରୀରେ ଜଳିଲା ଭୁବନେଶ୍ୱର

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଜାରି ରହିଛି । ଗତକାଲି ଭଳି ମଧ୍ୟ ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ଲଗାତାର ଦ୍ୱିତୀୟ ଦିନ ଲାଗି ତାତି ରାଜଧାନୀବାସୀଙ୍କୁ…

କନ୍ଧମାଳ ଜିଲ୍ଲାରେ ଜାଡ଼ ଭାଙ୍ଗୁଛି ହାଡ, ରାଜ୍ୟର ଶୀତ ଲହରି ଜାରି

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରି । ଗତକାଲି ଅପେକ୍ଷା ଆଜି ଥଣ୍ଡା ଟିକେ କମିଛି । ଆଜି ରାଜ୍ୟର ୬ଟି ସ୍ଥାନରେ ୧୦ ଡ଼ିଗ୍ରୀ ତଳେ ରହିଥି ପାରଦ । ଶୀତରେ ଥରୁଛି କନ୍ଧମାଳ ଜିଲ୍ଲା । ଜି.ଉଦୟଗିରିଠାରେ ସର୍ବନିମ୍ନ ତାପମାତ୍ରା ୩.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି । ସେହିପରି…

ହାଡ଼ଭଙ୍ଗା ଜାଡ଼: ଫୁଲବାଣୀରେ ୫.୫ ଡିଗ୍ରୀକୁ ଖସିଲା ପାରଦ, ୯ଟି ସହରରେ ତାପମାତ୍ରା ୧୦ଡିଗ୍ରୀରୁ କମ୍

ଭୁବନେଶ୍ୱର: ଖସୁଛି ପାରଦ । ଥରୁଛି ସାରା ଓଡ଼ିଶା । ଫୁଲବାଣୀରୁ ଅନୁଗୁଳ, କୋରାପୁଟରୁ ବାରିପଦା । ଦକ୍ଷିଣରୁ ଉପକୂଳ, ପୁଣି ପଶ୍ଚିମରୁ ଉତ୍ତର ଓଡ଼ିଶା । ସବୁଠି ଏବେ ଶୀତର ରାଜ । ସାରା ରାଜ୍ୟରେ ପ୍ରବଳ ଥଣ୍ଡା । ୫.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଶୀତଳ ସହର ପାଲଟିଛି । ୧୦ ଡିଗ୍ରୀ…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…