Latest Odisha News

BREAKING NEWS

Browsing Tag

Temple Reopen

ଜାନୁଆରୀ ୩ରୁ ଖୋଲିବ ଖୋର୍ଦ୍ଧାରେ ସମସ୍ତ ଧର୍ମାନୁଷ୍ଠାନ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଜାନୁଆରୀ ୩ ତାରିଖରୁ ଖୋଲିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ସନତ କୁମାର ମହାନ୍ତି। ଜିଲ୍ଲାପାଳଙ୍କ ପକ୍ଷରୁ କୋଭିଡ-୧୯ ନିର୍ଦ୍ଦେଶାବଳୀକୁ କଡାକଡି ଭାବେ ପାଳନ କରିବାକୁ ଜିଲ୍ଲାର ସମସ୍ତ ମନ୍ଦିର ତଥା…

ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକ ସ୍ଥଳ

ମୁମ୍ବାଇ: ମହାରାଷ୍ଟ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ସମସ୍ତ ଧାର୍ମିକ ସ୍ଥଳ ଖୋଲାଯାଇଛି। ମହାମାରୀ ଯୋଗୁଁ ୬ମାସ ହେଲା ଧାର୍ମିକ ସ୍ଥଳୀ ସବୁ ବନ୍ଦ ରହିଥିଲା। ସୂଚନା ଅନୁଯାୟୀ ଲୋକଙ୍କ ଦାବି ଗୁଡ଼ିକୁ ଆଧାର କରି ମନ୍ଦିର ଗୁଡିକ ଖୋଲା ଯାଇଛି ଏବଂ ଏନେଇ ଏସଓପି ମଧ୍ୟ ଜାରି ହୋଇଛି। ନିର୍ଦ୍ଦିଷ୍ଟ…

ଅନଲକ୍ ୬.୦: ରାଜ୍ୟରେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବ ସ୍ଥାନୀୟ ପ୍ରଶାସନ

ଭୁବନେଶ୍ୱର: ଅନଲକ୍ ୬.୦ରେ ରାଜ୍ୟ ସରକାର ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବା ନେଇ ସଙ୍କେତ ଦେଇଛନ୍ତି । କିନ୍ତୁ ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ହାତରେ ଛାଡ଼ିଛନ୍ତି । କରୋନା ସ୍ଥିତିକୁ ଦୃଷ୍ଟିରେ ରଖି କଟକଣା ଭିତରେ ଖୋଲିବା ନିଷ୍ପତ୍ତି ସ୍ଥାନୀୟ ପ୍ରଶାସନ ନେଇପାରିବ । ଅନଲକ୍ ୬.୦…

ଖୋଲିପାରେ ରାଜ୍ୟର ପ୍ରମୁଖ ମନ୍ଦିର, ଆକ୍ସନ ପ୍ଲାନ ମାଗିଲେ ସରକାର

ଭୁବନେଶ୍ୱର: ଓଡ଼ିଶାରେ କିଛି ପ୍ରମୁଖ ମନ୍ଦିର ଖୋଲିବା ନେଇ ସଙ୍କେତ ମିଳିଛି । କରୋନା କଟକଣା ଭିତରେ ଭକ୍ତଙ୍କ ପାଇଁ ରାଜ୍ୟର କିଛି ମନ୍ଦିର ଖୋଲିବା ନେଇ ଯୋଜନା କରୁଛନ୍ତି ରାଜ୍ୟ ସରକାର । ଏନେଇ ପୁରୀ ଶ୍ରୀମନ୍ଦିର ଓ ଅନ୍ୟ ପ୍ରମୁଖ ମନ୍ଦିରର ପ୍ରଶାସନକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି…

ରାଜ୍ୟରେ ମନ୍ଦିର ଖୋଲିବେ କେବେ, ଘୋଷଣା କରନ୍ତୁ ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟରେ କେବେ ଖୋଲିବ ମନ୍ଦିର ? ସରକାର ମନ୍ଦିର ଖୋଲିବା ନେଇ ଘୋଷଣା କରନ୍ତୁ । ଏହି ଦାବି ରଖିଛି ରାଜ୍ୟ ବିଜେପି । ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦ କହିଛନ୍ତି, ମାଆ ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲିଛି । ନୀତି ନିୟମ ଭିତରେ ଦର୍ଶନ ଚାଲିଛି । ବାଲାଜୀ…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ବିଚାର ଚାଲିଛି

ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ପକ୍ଷରୁ ଗ୍ରୀନ୍ ସିଗ୍‌ନାଲ ମିଳି ସାରିଛି । ତେବେ ମହାମାରୀ କରୋନା ଭିତରେ ମନ୍ଦିର ଖୋଲିବ ନା ନାହିଁ ସେ ନେଇ ବିଚାର ବିମର୍ଷ ଚାଲିଛି ବୋଲି କହିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା । କୋଭିଡ ନିୟମ ନେଇ ଆଲୋଚନା ଜାରି ରହିଛି ବୋଲି…

ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ଗ୍ରୀନ୍ ସିଗ୍‌ନାଲ

କଟକ: ରାଜ୍ୟରେ ଖୁବ୍‌ଶୀଘ୍ର ଖୋଲିବ ମନ୍ଦିର । ଏନେଇ ହାଇକୋର୍ଟଙ୍କ ପକ୍ଷରୁ ମିିଳିଛି ଗ୍ରୀନ୍ ସିଗ୍‌ନାଲ । କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ଅନ୍ୟସ୍ଥାନରେ ମନ୍ଦିର ଖୋଲିପାରିବ  । ହାଇକୋର୍ଟରେ ପୁରୀ ଶ୍ରୀମନ୍ଦିର ସହିତ ଅନ୍ୟ ମନ୍ଦିର ଖୋଲିବା ସମ୍ପର୍କିତ ମାମଲାର ଶୁଣାଣି କରି ଏଭଳି ନିଷ୍ପତ୍ତି…