Latest Odisha News

BREAKING NEWS

Browsing Tag

temple

ହିନ୍ଦୁଧର୍ମର ପ୍ରଚାର ଓ ପ୍ରସାର ପାଇଁ ଆନ୍ଧ୍ରପ୍ରଦେଶରେ ନିର୍ମାଣ ହେବାକୁ ଯାଉଛି ୩୦୦୦ ମନ୍ଦିର

ନୂଆଦିଲ୍ଲୀ : ହିନ୍ଦୁଧର୍ମର ପ୍ରଚାର ଓ ପ୍ରସାର ପାଇଁ ଆନ୍ଧ୍ରପ୍ରଦେଶ ସରକାର ନେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ପ୍ରତ୍ୟେକ ଜିଲ୍ଲାରେ ନିର୍ମାଣ ହେବ ମନ୍ଦିର । ଉପମୁଖ୍ୟମନ୍ତ୍ରୀ କୋଟୁ ସତ୍ୟନାରାୟଣ କହିଛନ୍ତି, ମୁଖ୍ୟମନ୍ତ୍ରୀ ଓ୍ଵାଇ ଏସ୍ ଜଗନମୋହନ ରେଡ୍ଡୀଙ୍କ ନିର୍ଦ୍ଦେଶରେ ହିନ୍ଦୁ…

ବିଳମ୍ବିତ ରାତିରେ ମନ୍ଦିରରୁ ମୂର୍ତ୍ତି ଚୋରି

ପୁରୀ : ନାରାୟଣ ଦେବ ମନ୍ଦିରରୁ ବହୁ ପୁରାତନ ଐତିହ୍ୟ ମୂର୍ତ୍ତି ଚୋରି  । ଗଡ଼ମୃଗସିରା ପଞ୍ଚାୟତ ଅଳପୁର ଗାଁର ନାରାୟଣ ଦେବ ମନ୍ଦିରରୁ ବିଳମ୍ବିତ ରାତିରେ ଚୋରି ହୋଇଯାଇଛି  । ଲଷ୍ମୀନାରାୟଣ ମୂର୍ତ୍ତି, ଚନ୍ଦ୍ରଶେଖର ମୂର୍ତ୍ତି, ଦୁର୍ଗା ମୂର୍ତ୍ତି, ନୃସିଂହ ମୂର୍ତ୍ତି ସହ ଦେବା ଦେଵୀଙ୍କ…

ମନ୍ଦିର ଉପରେ ଆକ୍ରମଣ ବରଦାସ୍ତ କରାଯିବନି, ୟୁକେ-କାନାଡା ପ୍ରତି କଠୋର ହେଲା ଭାରତ

ନୂଆଦିଲ୍ଲୀ:  ନିକଟ ଦିନରେ ବ୍ରିଟେନ୍ ଏବଂ କାନାଡାରେ  ମନ୍ଦିର  ଉପରେ ଆକ୍ରମଣ ଏବଂ ହିନ୍ଦୁ ଧର୍ମର ପ୍ରତୀକର ଭଙ୍ଗାରୁଜାର ଅନେକ ଘଟଣା ସାମ୍ନାକୁ ଆସିଛି। ଏହା ଭାରତୀୟଙ୍କୁ ବହୁତ ବ୍ୟଥିତ କରିଛି। ମାମଲାକୁ ଗମ୍ଭୀରତାର ସହ ନେଇଛନ୍ତି କେନ୍ଦ୍ର ସରକାର। ପ୍ରତିଟି ସ୍ଥିତି ଉପରେ କଡା ନଜର…

ମଝିଘରିଆଣୀ ମନ୍ଦିର ହୁଣ୍ଡି ରୁ ବାହାରିଲା ୧ କୋଟି ୧ ଲକ୍ଷ ୨୩ ହଜାର ଟଙ୍କା

ରାୟଗଡ଼ା: ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମା ମଝିଘରିଆଣି ମନ୍ଦିର ହୁଣ୍ଡି ଦୀର୍ଘ ପାଞ୍ଚ ମାସ ପରେ   ଖୋଲାଯାଇଛି।  ଗଣତି ପରେ ହୁଣ୍ଡିରୁ ବାହାରିଛି ୧ କୋଟି ୧ ଲକ୍ଷ ୨୩ ହଜାର ଟଙ୍କା। ପୁଳା ପୁଳା ଟଙ୍କା ସହ ୧୦୪ ଗ୍ରାମ ସୁନା, ୨୬୭୦ ଗ୍ରାମ ଓଜନର ରୂପା ଅଳଙ୍କାର ଏବଂ ବିଦେଶୀ ମୁଦ୍ରାରେ…

ଆଜି ଶ୍ରୀଜଗନ୍ନାଥଙ୍କ କାଳୀୟ ଦଳନ ବେଶ ନୀତି

ପୁରୀ: ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ସଂଧ୍ୟା ଧୂପ ପୂର୍ବରୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଏହି ବେଶ ହେବ ।  ଭାଦ୍ରବ କୃଷ୍ଣ ଏକାଦଶୀରେ ଶ୍ରୀମନ୍ଦିରରେ କାଳୀୟ ଦଳନ ନୀତି ଓ ଧେନୁକାସୁର ବଧ ପ୍ରସ୍ତାବ ହେବାର ବିଧି ରହିଛି । ଏହି ଅବସରରେ ମହାପ୍ରଭୁ କାଳୀୟ ଦଳନ ବେଶରେ ଦର୍ଶନ ଦେବେ । କନାରେ…

ଏଣିକି ବୈଷ୍ଣବ ଦେବୀ ଯାତ୍ରା ପାଇଁ କେବଳ ଅନ୍‌ଲାଇନ୍‌ରେ କରିହେବ ବୁକିଂ

ନୂଆଦିଲ୍ଲୀ: ବୈଷ୍ଣୋଦେବୀ ମନ୍ଦିର ପରିସରରେ ଦଳାଚକଟାରେ ୧୨ ଜଣ ଭକ୍ତଙ୍କ ମୃତ୍ୟୁ ପରେ ବୈଷ୍ଣୋ ଦେବୀ ମନ୍ଦିର ବୁକିଂ ନିୟମରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ଭକ୍ତମାନେ ବୈଷ୍ଣୋଦେବୀ ଯାତ୍ରା ପାଇଁ ଅନଲାଇନ୍ ବୁକିଂ କରିପାରିବେ। ଅଫଲାଇନ୍ ବୁକିଂ ନିୟମକୁ ବନ୍ଦ କରାଯାଇଛି।…

ଚୋରଙ୍କ ଟାର୍ଗେଟ୍‌ରେ ଦେବାଳୟ, ଭଦ୍ରକ ପୂଜାରୀ ସାହି ଜଗନ୍ନାଥ ମନ୍ଦିରରେ ଚୋରି

ଭଦ୍ରକ: ଦିନକୁ ଦିନ ଭଦ୍ରକରେ ଲୁଟେରାଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି । ଦୋକାନବଜାର ପରେ ଚୋରଙ୍କ ଟାର୍ଗେଟ୍‌ରେ ଏବେ ଦେବାଳୟ ଭଳି ପବିତ୍ର ସ୍ଥାନ । କିଛିଦିନ ପୂର୍ବରୁ ଏକାଧିକ ଦୋକାନରେ ଲୁଟରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଭଦ୍ରକ ପୋଲିସ ଏନକାଉଣ୍ଟର୍ କରିଥିଲା । ହେଲେ ଏବେ ମନ୍ଦିରେ ଚୋରି…

ଥାନା ସମ୍ମୁଖରେ ମନ୍ଦିର, ଲକ୍ଷାଧିକ ଟଙ୍କା ଓ ଗହଣା ଧରି ଚମ୍ପଟ୍ ମାରିଲେ ଲୁଟେରା

ବରଗଡ: କରୋନା କଟକଣା କୋହଳ ହେବା ପରେ ଗଣେଶ ଚତୁର୍ଥୀଠାରୁ ଆରମ୍ଭ ହୋଇଛି ପାର୍ବଣ ଋତୁ । ଅନ୍ୟପଟେ ବରଗଡ ଜିଲ୍ଲାର ଏକ ମନ୍ଦିରରୁ ଚୋରି ମାମଲା ସାମ୍ନାକୁ ଆସିଛି । ଅତାବିରା ଦୁର୍ଗା ମନ୍ଦିରରେ ଚୋରି ମାମଲା ସାଧାରଣରେ ଚର୍ଚ୍ଚା ଜୋର ଧରିଛି । ଜିଲ୍ଲାରେ ଚୋରି, ଡକାୟତି ଓ ନିଶା କାରବାର…

ନିର୍ମାଣ ହେଲା ସୋନୁ ସୁଦଙ୍କ ମନ୍ଦିର !

ତେଲେଙ୍ଗାନା: ଜିଅନ୍ତା ଦିଅଁ ପାଲଟିଲେ ଅଭିନେତା ସୋନୁ ସୁଦ । କରୋନା ମହମାରୀରେ ଲୋକଙ୍କୁ ଅକଥନୀୟ ଦୁର୍ଦ୍ଦଶାରୁ ଉଦ୍ଧାର କରି ଏହି ଅଭିନେତା ଅନେକଙ୍କ ପାଇଁ ଭଗବାନ ପାଲଟିଛନ୍ତି । ସୋନୁ ସୁଦଙ୍କ ଅବଦାନର ପ୍ରତିଦାନ ସ୍ୱରୂପ ତେଲେଙ୍ଗାନାର ଡୁବା ତାଣ୍ଡା ଗାଁର ଲୋକେ ଏକ ମନ୍ଦିର ନିର୍ମାଣ…

ଚକିତକର ଚୋରି, ଚମତ୍କାର ନା ଅଳସୁଆମୀ ?

ସହଜପୁର(ମ.ପ୍ର): ସାମ୍ନାକୁ ଆସିଛି ଏକ ଚକିତକର ଚୋରି ମାମଲା । ସାଧାରଣତଃ ଚୋର ଚୋରି କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥାଏ । ହେଲେ ମଧ୍ୟପ୍ରଦେଶରେ ଏକ ଚୋର ନିଜ ପେଶା ପାଇଁ ନୁହେଁ ବରଂ ଅଳସୁଆପଣ ପାଇଁ ପୋଲିସ ହାତରେ ଧରାପଡିଛି । ଘଟଣାଟି ପୋଲିସକୁ ଯେତିକି ତାଜୁବ କରିଥିଲା ତାଠୁ ଅଧିକ ଏହି…