Latest Odisha News
Browsing Tag

terrorists

୪ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କଲା ଜମ୍ମୁ କାଶ୍ମୀର ପୋଲିସ, ଧରାଇଦେଲେ ମିଳିବ ଲକ୍ଷଲକ୍ଷ ଟଙ୍କା 

ଶ୍ରୀନଗର: ଜୁନ୍-ଜୁଲାଇ ମାସରୁ ଜମ୍ମୁରେ କ୍ରମାଗତ ଆତଙ୍କବାଦୀ ଆକ୍ରମଣ ହେଉଛି। ଜମ୍ମୁ କାଶ୍ମୀର ପୋଲିସ ଶନିବାର ଦିନ ସୀମାନ୍ତ ଜିଲ୍ଲା କାଠୁଆରେ ୪ ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ସ୍କେଚ୍ ଜାରି କରି ଲୋକଙ୍କୁ ସତର୍କ କରାଇଛି ପୋଲିସ। ସେମାନଙ୍କ ସୂଚନା ପ୍ରଦାନ କଲେ ବ୍ୟକ୍ତିଙ୍କୁ ୫…

ଜମ୍ମୁ ଓ କଶ୍ମୀରର ବାରମୂଲାରେ ଫୁଟିଲା ଗୁଳି, ଜଣେ ଆତଙ୍କୀ ନିପାତ

ଶ୍ରୀନଗର : ଅଶାନ୍ତ ଜାମ୍ମୁ ଓ କାଶ୍ମୀର। ବାରମୁଲ୍ଲାରେ ସେନା ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କୀ ନିପାତ। ଆଜି ସକାଳୁ ସକାଳୁ ଜମ୍ମୁ ଓ କାଶ୍ମୀରର ବାରମୁଲ୍ଲା ଓ ରଜୌରୀରେ ଭାରତୀୟ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏହି…

ଜମ୍ମୁ-କାଶ୍ମୀରରେ ପୁଣି ଟାର୍ଗେଟ୍ କିଲିଂ, କାଶ୍ମୀରୀ ପଣ୍ଡିତଙ୍କୁ ଗୁଳି କରି ମାରିଦେଲେ ଆତଙ୍କବାଦୀ

ଶ୍ରୀନଗର: ପୁଣି ଟାର୍ଗେଟ୍ କିଲିଂ । ରାସ୍ତାରେ କାଶ୍ମୀରୀ ପଣ୍ଡିତଙ୍କୁ ଗୁଳି ମାରି ହତ୍ୟା କଲେ ଆତଙ୍କବାଦୀ । ଜମ୍ମୁ-କାଶ୍ମୀର ସୋପିଆନରେ ଆତଙ୍କବାଦୀ ପୁଣି ଥରେ ଟାର୍ଗେଟ୍ କିଲିଂ କରିଛନ୍ତି । ଶୋପିଆନର ଚୌଧୁରୀ ଗୁଣ୍ଡରେ କାଶ୍ମୀରୀ ପଣ୍ଡିତ ପୁରଣ କ୍ରିଷ୍ଣା ଭଟ୍ଟଙ୍କୁ ଗୁଳି କରି ମାରି…