Latest Odisha News

BREAKING NEWS

Browsing Tag

tested covid positive

କରୋନା ହେବାରୁ ବୃଦ୍ଧଙ୍କୁ ପଚାରିଲାନି ପରିବାର, ଅସହାୟ ହୋଇ ହାରିଦେଲେ ଜୀବନ

ଅନୁଗୁଳ: ମହାମାରୀ କରୋନା କେତେ ଦୁଃଖଦ କାହାଣୀ ଲେଖୁଛି । କେଉଁଠି ବୁଢ଼ା ବାପା ଆଗରେ କରୋନା ରୋଜଗାରିଆ ପୁଅକୁ ଛଡ଼ାଇ ନେଉଛି ତ ଆଉ କେଉଁଠି ମୃତ୍ୟୁ ପରେ ଶବକୁ ମିଳୁନି ସମ୍ମାନ । ଭୂତାଣୁ ଭୟରେ ଏମିତି ଘଟଣା ନିଇତି ଦେଖିବାକୁ ମିଳୁଛି । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ…

ବିଦେଶରୁ ଫେରିଥିବା ୨ ଜଣ କରୋନା ପଜିଟିଭ୍, ଆଇଏଲଏସ୍ ପଠାଗଲା ନମୁନା

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନକୁ ନେଇ ଆତଙ୍କ ଲାଗି ରହିଛି । ଏହାରି ଭିତରେ ରାଜ୍ୟରେ ବୃଦ୍ଧି ପାଇଛି କରୋନା ସଂକ୍ରମଣ । ଅନ୍ୟପଟେ ରାଜଧାନୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି, ୨ ଅଙ୍କ ଛୁଇଁଛି । ଶୁକ୍ରବାର ବିଏମସି ଅଞ୍ଚଳରୁ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ମୁଲାୟମ ସିଂହ ଯାଦବ ଓ ପତ୍ନୀ କରୋନା ସଂକ୍ରମିତ, ମେଦାନ୍ତରେ ଭର୍ତ୍ତି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ କରୋନା ସଂକ୍ରମିତ । ସେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି । ଏନେଇ ସମାଜବାଦୀ ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି । समाजवादी…

ପ୍ରଥମେ ଆହତ, ପରେ ଚୋରି ଆଉ ଏବେ କରୋନାରେ ସଂକ୍ରମିତ !

ନାଗପୁର: ଏକ ବିିଚିତ୍ର ଘଟଣାରେ ଜଣେ ପରିବା ବିକାଳୀ କରୋନାରେ ସଂକ୍ରମିତ ହୋଇଛନ୍ତି । ମଦ ନିଶାରେ ଆହତ ହୋଇ ପରିବା ବିକାଳୀ ଜଣକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ହସ୍ପିଟାଲରୁ ଏକ ସାମଗ୍ରୀ ଚୋରି କରିବା ପରେ ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ରିପୋର୍ଟ ଅନୁଯାୟୀ ସେହି…