Latest Odisha News

BREAKING NEWS

Browsing Tag

Tests Covid Positive

ଦ୍ୱିତୀୟ ଡୋଜ୍ ଟିକା ନେବା ପରେ ଜୁଏଲ ଓରାମଙ୍କୁ କରୋନା

ଭୁବନେଶ୍ୱର: ଜୁଏଲ୍ ଓରାମଙ୍କୁ କରୋନା । ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ଟ୍ୱିଟ୍ କରି ନିଜେ ସୂଚନା ଦେଇଛନ୍ତି ସାଂସଦ । ଏଥିସହ ବିଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇ ନେବା ଲାଗି ସେ ପରାମର୍ଶ ଦେଇଛନ୍ତି ।…

ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କୋଭିଡ ପଜିଟିଭ୍

ଗୁଜରାଟ: ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ଭଦୋଦରାରେ ଏକ ସଭାରେ ଭାଷଣ ଦେବା ବେଳେ ସେ ହଠାତ୍ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଅହମ୍ମଦାବାଦରେ ଡାକ୍ତରଖାନାରେ ଭର୍ତ୍ତିି କରାଯାଇଥିଲା । ତାଙ୍କ ନିକଟରେ କୋଭିଡ କିଛି ଲକ୍ଷଣ ଦେଖାଯାଉଥିଲା । କୋଭିଡ୍…

ରାଜ୍ୟର ଆଉ ଦୁଇ ବିଧାୟକ କରୋନା ପଜିଟିଭ୍‌

ଭୁବନେଶ୍ୱର: ପୁଣି ଦୁଇ ବିଧାୟକ କରୋନା ପଜଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି କେନ୍ଦ୍ରାପଡା ବିଧାୟକ ଶଶିଭୂଷଣ ବେହେରା ଓ ପାଟଣାଗଡ ବିଧାୟକ ସରୋଜ ମେହେର କରୋନା ସଂକ୍ରମିତ ହୋଇଛନ୍ତି । ଏ ନେଇ ଦୁହେଁ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେମାନଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତି ନିଜର…