ଆମେରିକାର ସ୍କୁଲ ଭିତରେ ଆଖିବୁଜା ଗୁଳିମାଡ଼, ୨୧ ମୃତ
ଓ୍ୱାଶିଂଟନ୍: ଆମେରିକା ଟେକ୍ସାସର ଏକ ସ୍କୁଲରେ ଗୁଳିକାଣ୍ଡ । ଦୁର୍ବୃତ୍ତଙ୍କ ଆଖିବୁଜା ଗୁଳିମାଡ଼ରେ ୨୧ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୧୮ ଜଣ ସ୍କୁଲ ପିଲା । ସେମାନଙ୍କର ବୟସ ୭ରୁ ୧୦ ବର୍ଷ ଭିତରେ ହୋଇଥିବା ସୂଚନା ମିଳିଛି । ଜଣେ ୧୮ ବର୍ଷୀୟ ବନ୍ଧୁକଧାରୀ ସ୍କୁଲ ଭିତରେ…