ସରିଲା ରଥଯାତ୍ରା: ସେବାୟତ, ପ୍ରଶାସନ ଓ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ଅନୁମତି ପରେ କରୋନା କଟକଣା ଭିତରେ ସୁରୁଖୁରୁରେ ସରିଲା ରଥଯାତ୍ରା । ନବ ଦିନାତ୍ମକ ରଥଯାତ୍ରା ଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀମନ୍ଦିରରେ ଫେରିବା ପରେ ଟୁଇଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରାରୁ ନୀଳାଦ୍ରି ବିଜେ ପର୍ୟ୍ୟନ୍ତ…