ଏକ ସପ୍ତାହ ମଧ୍ୟରେ କଟକରେ ବଢ଼ିବ ଶଯ୍ୟା ସଂଖ୍ୟା
କଟକ: ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଗତ ୫ ଦିନ ମଧ୍ୟରେ କଟକରେ କରୋନା ଗ୍ରାଫ ଉପର ମୁହାଁ ରହିଛି । ଏହାର ମୁକାବିଲା ପାଇଁ କଟକରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ କୋଭିଡ ପର୍ଯ୍ୟବେକ୍ଷକ ସୌରଭ ଗର୍ଗ ।
ସେ…