Latest Odisha News

BREAKING NEWS

Browsing Tag

Thief

ମାଓବାଦୀ ନାଁରେ ସଶସ୍ତ୍ର ଡକାୟତି, ୬ ଆନ୍ତଃରାଜ୍ୟ ଡକାୟତ ଗିରଫ

ନୂଆପଡ଼ା: ମାଓବାଦୀ ନାଁରେ ଡକାୟତି କରୁଥିବା ୬ ଆନ୍ତଃରାଜ୍ୟ ଡକାୟତଙ୍କୁ ଗିରଫ କରିଛି ନୂଆପଡ଼ା ପୋଲିସ । ଗିରଫଙ୍କ ମଧ୍ୟରେ ୫ ଜଣ ଛତିଶଗଡ଼ର ହୋଇଥିବା ବେଳେ ଅନ୍ୟ ଜଣେ ଖରିଆରରୋଡ୍ ଜୋଙ୍କ ଥାନା ବଜାରପଡ଼ାର ସୁନୀଲ ଚନ୍ଦ୍ରକାର । ଅନ୍ୟ ୫ ଜଣ ହେଲେ ମହାସମୁନ୍ଦ ଜିଲ୍ଲା ଖଲାରୀ ଥାନା ଅଞ୍ଚଳର…

ଚୋରି ପାଇଁ ଆସିଥିଲା, କବାଟ ମଝିରେ ଫସି ଜୀବନ ହାରିଲା

ବାରାଣାସୀ: ଚୋରି କରିବା ପାଇଁ ଆସିଥିଲା ଚୋର କିନ୍ତୁ କବାଟ ମଝିରେ ଫସିଲା । ନା ଭିତରକୁ ଆସି ପାରିଲା ନା ବାହାରକୁ ଯାଇପାରିଲା । କବାଟର ଗୋଟିଏ ପଟେ ମୁଣ୍ଡ  ରହିଥିବା ବେଳେ  ଅନ୍ୟ ପଟେ ରହିଗଲା ଶରୀରର ଅବଶିଷ୍ଟାଂଶ । । ବାହାରିବାକୁ ଯେତେ ଚେଷ୍ଟାକଲା ବାହାରି ପାରିଲା ନାହିଁ, ଶେଷରେ…

ବିଭିନ୍ନ ଚୋରି ଘଟଣାରେ ୭ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଯାଜପୁର: ବିଭିନ୍ନ ସ୍ଥାନରେ ଚୋରି ଘଟଣାରେ ସମ୍ପୃକ୍ତ ୭ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଯାଜପୁର ପୋଲିସ । ଗିରଫଙ୍କ ନିକଟରୁ ଚୋରି ସାମଗ୍ରୀ ସହିତ ନଗଦ ଟଙ୍କା ମଧ୍ୟ ଜବତ କରିଛି ପୋଲିସ । ଯାଜପୁର ଟାଉନ ଥାନା ଅଞ୍ଚଳରେ ହୋଇଥିବା ବିଭିନ୍ନ ଚୋରି ଘଟଣାର ତଦନ୍ତ କରି ପୋଲିସ ଏହି…

[ଭିଡିଓ] ଚୋରି କରି ଚମ୍ପଟ୍ ମାରୁଥିଲେ ଚୋର, ଆଉ ତା ପରେ…

ମାଧବରମ୍‌: ଚେନ୍ନାଇରୁ ଭାଇରାଲ୍ ହୋଇଛି ଏହି ଭିଡିଓ । ଚୋରି କରି ଚମ୍ପଟ୍ ମାରିଥିଲେ ଦୁଇଜଣ ଚୋର । ହେଲେ ଅନ୍ ଦ ସ୍ପଟ୍ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କ ହାତରେ ଧରାପଡିଥିଲେ । ଦୁଇଜଣ ଚୋର ବାଇକରେ ପଳାଉଥିବାବେଳେ ତାଙ୍କୁ ମାଡିବସିଥିଲେ ଏକାକି ପୋଲିସକର୍ମୀ । ସୋସିଆଲ୍ ମିଡିଆରେ ଏହି…

ଚୋର ଚମ୍ପଟ୍ ମାରିଥିଲା ଟ୍ରେନ୍‌ରେ, ପୋଲିସ ଧରିଲା ଫ୍ଲାଇଟ୍‌ରେ !

କର୍ଣ୍ଣାଟକ: ନାଟକୀୟ ଢଙ୍ଗରେ ପୋଲିସ ହାତରେ ଧରାପଡିଲା ଚୋର । ଚୋରି ହୋଇଥିଲା ସୁନା ଓ ହୀରା ଗହଣାଗାଣ୍ଠି । ଏକ ଲକରରେ ଗହଣା ଥିବାବେଳେ ଚୋର ଟ୍ରେନରେ ଖସିଯିବାକୁ ଚେଷ୍ଟା କରିଥିଲା । ହେଲେ ପୋଲିସ ଟ୍ରେନ୍‌ରେ ନୁହେଁ ବରଂ ଫ୍ଲାଇଟ୍‌ରେ ପିଛା କରି ଶେଷରେ ଚୋରକୁ ଗିରଫ କରିବାରେ ସଫଳ ହୋଇଛି ।…